Breaking News

ଭାଲୁ ଆକ୍ରମଣ ରେ ଜଣେ ବ୍ୟକ୍ତି ଗୁରୁତର ମେଡିକାଲ ରେ ଭର୍ତ୍ତି ||   (18-Aug-2026)       ||      ଶୁଭ୍ରା ସେଟ୍ଟି ଙ୍କୁତୃତୀୟ ବିବାହ କରିବେ 20 ବର୍ଷ ରୁ ଅଧିକ ନିର୍ଦେଶକ ଅନୁରାଗ କଶ୍ୟପ |   (18-Aug-2026)       ||      ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||     

ଦିଲ୍ଲୀ ରେ ବିଜେପିର ବିଜୟ ପରେ ଖଲ୍ଲିକୋଟ ବସଷ୍ଟାଣ୍ଡ ରେ ବିଜେପିର ବିଜୟ ଉତ୍ସବ ପାଳିତ|

09-Feb-2025

ଦିଲ୍ଲୀରେ ବିଜେପିର ଅଦ୍ଭୂତପୂର୍ବ ବିଜୟ ,(ଖଲ୍ଲିକୋଟ ବିଜେପିରେ ଖୁସିର ମାହୋଲ , ବାଣ ଫୁଟାଇ ମିଠା ବାଣ୍ଟିଲେ।
                 ---------------------------

ଓଡିଶା  ଜନମତ,ଖଲ୍ଲିକୋଟ, ମାଧବବେହେରା,ତା୦୮/୦୨:
ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀ ଆସନ ବିଜେପି  ଦଖଲ କରି ଅଦ୍ଭୂତପୂର୍ବ ସଫଳତା ହାସଲ ପରେ ସାରା ଓଡିଶା ସମେତ ଖଲ୍ଲିକୋଟ ବିଜେପିର ଖୁସିର ମାହୋଲ ଦେଖିଵାକୁ ମିଳିଛି। ଖଲ୍ଲିକୋଟ ବସଷ୍ଟାଣ୍ଡରେ ଖଲ୍ଲିକୋଟ ବିଜେପି ନେତା ଓ କର୍ମୀ ମାନେ ବାଣ ଫୁଟାଇ ଓ ମିଠା ବାଣ୍ଟି ଖୁସି ମନାଇ ଥିଲେ। ଏହି କାର୍ଯ୍ୟକ୍ରମରେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଯୋଗ ଦେଇ ଆଗାମୀ ଦିନରେ ଦିଲ୍ଲୀର ବିଜୟ ବାର୍ତ୍ତା  ସାରା ଭାରତର ପୁର ପଲ୍ଲୀକୁ ସଂଚରି ଯିବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସ୍ଥାନୀୟ ବିଜେପି ନେତା ଜଗନ୍ନାଥ ଭୂୟାଁ, କାଳୁରାମ ମହାରଣା, ଅରୁଣ ଖୁଣ୍ଟିଆ, ନିରଞ୍ଜନ ନାୟକ, ପଦ୍ମ ସୁବୁଦ୍ଧିଙ୍କ ସମେତ ଶତାଧିକ କର୍ମୀ ଯୋଗ ଦେଇଥିଲେ |

News Comment

You Might Also Like

BACK TO TOP