Breaking News

ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||     

କଳମ୍ବ ସରସ୍ବତୀ ଶିଶୁମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ ||

10-Feb-2025

*କଳମ୍ବ ସରସ୍ବତୀ ଶିଶୁ ମନ୍ଦିରରେ ବାର୍ଷିକ ଉତ୍ସବ ଅଭିଭାବକ ସମ୍ମିଳନୀରେ ପୁରସ୍କାର ବଣ୍ଟନ କଲେ ଅତିଥି*,
-----------------------------------------
ଓଡିଶା ଜନମତ,  ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ତା ୧୦-୦୬-୨୦୨୫ :
ବାଲିପଦର ନିକଟସ୍ଥ କଳମ୍ବ ପଞ୍ଚାୟତ ଅନ୍ତର୍ଗତ ସରସ୍ବତୀ ଶିଶୁ ମନ୍ଦିରରେ ଆଜି ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ଅଭିଭାବକ ସମ୍ମିଳନୀ ମହା ସମାରୋହରେ ପାଳିତ ହୋଇ ଯାଇଛି। ଛାତ୍ରଛାତ୍ରୀ ମାନଙ୍କ ବିଭିନ୍ନ ନ୍ରୁ୍ୂତ୍ୟ ସଙ୍ଗୀତରେ ମୁଖରିତ ହୋଇ ଥିଲା ବିଦ୍ୟାଳୟ ପ୍ରାଙ୍ଗଣ ସାତ ଶହ ଛାତ୍ରଛାତ୍ରୀଙ୍କ ଶହ ଅଭିଭାବକ ସାଂସ୍କୁୃତିକ କାର୍ଯକ୍ରମକୁ ମନଭରି ଉପଭୋଗ କରିଥିଲେ। ଏହି ଅବସରରେ ବିଦ୍ୟାଳୟର ସଂପାଦକ ଦିଲ୍ଲୀପ କୁମାର ରଥଙ୍କ ପୌରହିତ୍ଯରେ ଅନୁଷ୍ଠିତ ସଭାରେ  ମୁଖ୍ଯ ଅତିଥି ଭାବେ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟର ପ୍ରାକ୍ତନ ଅଧ୍ଯକ୍ଷ ଡକ୍ଟର ବି.ପ୍ରକାଶ ଚନ୍ଦ୍ର ପାତ୍ର ଯୋଗଦେଇ କ୍ରୁ୍ୂତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଅନ୍ୟତମ ଅତିଥି ଭାବେ ବାଲିପଦର କ୍ଳଷ୍ଟର ସି.ଆର.ସି.ସି ବିଶ୍ବଜିତ୍ ପରିଡ଼ା, ଖରିଡା ହାଇସ୍କୁଲ ପ୍ରଧନଶିକ୍ଷକ ବସନ୍ତ କୁମାର ସାହୁ, ନାରାୟଣ ସାମନ୍ତରା, ବିଦେଶୀ କୁମାର ରାଉତ ଶ୍ରୀମତୀ ରିଙ୍କି ଦାସ, ଜଳେଶ୍ଵର ପ୍ରଧାନ, ପୁର୍ଣ୍ଣଚନ୍ଦ୍ର ଖାଡଙ୍ଗା ପ୍ରମୁଖ ଯୋଗଦେଇ ଥିଲେ। ପ୍ରଦିପ କମାର ପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଗୁରୁମା ବାର୍ଷିକ ବୀବରଣୀ ପାଠ କରିଥିବା ବେଳେ  ଦିଲ୍ଲୀପ କୁମାର ରଥ ଧନ୍ଯବାଦ ଅର୍ପଣ କରିଥିଲେ। ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାଯ୍ୟକ୍ରମ ପରିବେଷଣ କରାଯାଇଥିଲା।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP