Breaking News

ପିଏମ ଶ୍ରୀ ସର୍ଦ୍ଦାରଅନ୍ତର୍ଯ୍ୟାମୀ ଉଚ୍ଚ ବିଦ୍ୟାଳୟ ରେ 10କୋଟି ନିଶାମୁକ୍ତ ପ୍ରତିଜ୍ଞା ମହା ଅଭିଯାନ ||   (17-Aug-2026)       ||      ଦୁର୍ଘଟଣା ରେ ମୃତ ବ୍ୟକ୍ତିଙ୍କପରିବାର କୁ କ୍ଷତି ପୂରଣ ଦାବି କରି ଗ୍ରାମବାସୀ ଙ୍କ ରାସ୍ତା ରୋକ |    (17-Aug-2026)       ||      ଦୁର୍ଘଟଣା ରେ ସ୍ତ୍ରୀ ଆଗରେ ଚାଲିଗଲା ସ୍ୱାମୀର ଜୀବନ ||   (17-Aug-2026)       ||      ସରକାର ଙ୍କ ଘୋଷଣା,ରାକ୍ଷୀ ପୁର୍ଣିମା ନିମନ୍ତେ ମହିଳାଙ୍କୁ ମିଳିବ ତିନିଦିନ ମାଗଣା ବସ ସେବା    (17-Aug-2026)       ||      ମାନବା ଧିକାର ମିଶନ ଗଞ୍ଜାମ ଜିଲ୍ଲା ତରଫରୁ, 4ଅନାଥ ଶିଶୁଙ୍କ ପରିବାରକୁ 25ହଜାର ଟଙ୍କା ଓ ରାସନ ସାମଗ୍ରୀ ପ୍ରଦାନ |   (17-Aug-2026)       ||      ପ୍ରେମ ଜନିତ ହତ୍ୟା କାଣ୍ଡ ବୋଲି ପୋଲିସ ର ସୂଚନା | କାଜୁ ଜଙ୍ଗଲ ରୁ ମିଳିଥିଲା ଗଳିତ ଶବ |    (17-Aug-2026)       ||      ଜାତୀୟ ରାଜପଥ କାମ ନିମ୍ନ ମାନର ଯୋଗୁଁ ଘଟୁଛି ଟ୍ରକ ଦୁର୍ଘଟଣା |    (17-Aug-2026)       ||      ଲଗାଣ ବର୍ଷା ରେ ଦୁଇ ଘର କାନ୍ଥ ପଡି ପରିବାର କ୍ଷତିଗ୍ରସ୍ତ |   (17-Aug-2026)       ||      ମଦ ବିକ୍ରୀକୁ ବନ୍ଦ କରି ନଷ୍ଟ କଲେ ମହିଳା ଗ୍ରୁପ,|    (17-Aug-2026)       ||      ଗୋଟିଏ କାହାଣୀରେ 4ଗୋଟି ଫିଲ୍ମ, ସବୁ ବ୍ଲକ ବ୍ଳଷ୍ଟର |    (16-Aug-2026)       ||      ନଦୀ ପାଣିରେ ଭାସିଯିବାର ଚାରି ଦିନ ପରେ ବି ମିଳିନି ଲକ୍ଷ୍ମଣ ଙ୍କ ମୃତ ଦେହ |    (16-Aug-2026)       ||      ହିଞ୍ଜିଳି ଗୋପବନ୍ଧୁ ପ୍ରେସ କ୍ଳବ ପକ୍ଷରୁ ମହା ଆଡ଼ମ୍ବର ରେ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |    (16-Aug-2026)       ||      ମୃତକଙ୍କ ପାଖରେ ପହଞ୍ଚି ସମ ବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (16-Aug-2026)       ||      କଳମ୍ବ ଗ୍ରାମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |    (16-Aug-2026)       ||      ଭାରତ ରୁ ଅନ୍ୟଦେଶ ବିଭାଜନ ହୋଇ ନଥିଲେ କେତେ ବଡ଼ ଓ ସୁନ୍ଦର ଦିଶିଥାଆନ୍ତା |   (16-Aug-2026)       ||      ପଦ୍ମପୁର ରେ ଉପଖଣ୍ଡ ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ 80 ତମ ସ୍ୱାଧୀନତା ଦିବସ ପାଳିତ!|    (16-Aug-2026)       ||      ପଦ୍ମପୁର ଓକିଲ ସଂଘ ଆନୁକୁଲ୍ୟରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (16-Aug-2026)       ||      ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |    (16-Aug-2026)       ||     

ଆରଟି ଉଛ ମାଧ୍ୟମିକ ବିଦ୍ୟାଳୟ ର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ |

11-Feb-2025

ଆର.ଟି. ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ,

                        ଓଡିଶା ଜନମତ  ବ୍ୟୁରୋ,

ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପପୁର  ଠାରେ ଥିବା  ସ୍ଥାନୀୟ ଆର.ଟି. ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାକେନ୍ଦ୍ରର ଭାରତପ୍ରାପ୍ତ ଅଧ୍ୟକ୍ଷା ଶ୍ରୀମତୀ ମିନାକ୍ଷୀ ନାୟକଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ନରସିଂହ ଦାସ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶି୍ଷୟିତ୍ରୀ ସୁଶ୍ରୀ ପୂର୍ଣ୍ଣିମା ସର୍ଦ୍ଦାର  ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବାବେଳେ, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଦାସ ବେହେରା ଓ ବକ୍ତା ଭାବେ ବିଦ୍ୟାଳୟ କ୍ରୀଡ଼ା ଶିକ୍ଷକ କାଳୁ ଚରଣ ମହାଙ୍କୁଡ, ଏବଂ ବିଦ୍ୟାଳୟ ପରିଚାଳନା କମିଟି ମେମ୍ବର ବିପିନି ବିହାରୀ ମହାପାତ୍ର ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ।  ପ୍ରଥମେ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ଯକ୍ଷ ମିନାକ୍ଷୀ ନାୟକ  ବାର୍ଷିକ ବିବରଣୀ ପଠନ କରିଥିଲେ ,ପରେଏହି ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ  କରାଯାଇଥିଲା। ଏଥି ସହ ଚଳିତବର୍ଷ ବାର୍ଷିକ କ୍ରୀଡ଼ାରେ ଚମ୍ପିଅନ ହୋଇଥିବା ଦଶମ ଶ୍ରେଣୀର ଛାତ୍ର ମାଧବ ବେହେରାକୁ ପୁରସ୍କୃତ କରାଯାଇ ଥିଲା ପରିଶେଷରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ଶେଷରେ ବରିଷ୍ଠ ଶିକ୍ଷକ ନିହାର ରଞ୍ଜନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ଉତ୍ସବ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ  ସହଯୋଗ କରିବାସହିତ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକ ବହୁମାତ୍ରା ରେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP