Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ବୁଗୁଡ଼ା ପିପୁଲ୍ସ କଲେଜ ରେ ଏକ ଦିବସୀୟ ଭଳିବଲ ଟୁନାମେଣ୍ଟ ଅନୁଷ୍ଠିତ |

12-Feb-2025

ଏକଦିବସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ, 

ଓଡିଶାଜନମତ,ବୁଗୁଡ଼ା, ହର ପ୍ରସାଦପାଢ଼ୀ,ତା୧୧/୦୨/: ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ ପ୍ରାଙ୍ଗଣରେ ସ୍ବର୍ଗତ ଉମାଚରଣ ଦାଶ ସ୍ମୃତି କମିଟି ପକ୍ଷରୁ ଏକଦିବସୀୟ ଦିବାରାତ୍ର ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଟୁର୍ଣ୍ଣାମେଣ୍ଟକୁ ପ୍ରାକ୍ତନ କାଉନସିଲର ସତ୍ଯଭାମା ଦାଶ ଉଦଘାଟନ କରିଥିଲା ବେଳେ ଏଥିରେ  ଅତିଥି ଭାବେ ପୂର୍ବତନ ବିଧାୟକ ସିମାଞ୍ଚଳ ବେହେରା ଯୋଗ ଦେଇ ଅଂଶ ଗ୍ରହଣକାରୀ ଚାରୋଟି ଦଳର ଖେଳାଳିଙ୍କୁ ଉତ୍ସାହିତ କରିଥିଲେ ଏବଂ ଫାଇନାଲରେ ଗୁମା ଦଳ ୩-୦ ସେଟରେ ଦାରିଙ୍ଗବାଡ଼ି ଦଳକୁ ହରାଇ ବିଜୟୀ ଟ୍ରଫି ହାସଲ କରିଥିଲା। ଅଧିବକ୍ତା ହର ପ୍ରସାଦ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ଅତିଥି ଭାବେ ଶିକ୍ଷାବିତ୍ ବ୍ରଜ କିଶୋର ପାଢ଼ୀ, ଅଧ୍ୟାପକ ବିଭୁତି ଭୂଷଣ ମିଶ୍ର ଯୋଗ ଦେଇ ବିଜେତା ଗୁମା ଦଳକୁ ଓ୍ବିନର ଟ୍ରଫି ଏବଂ ଉପବିଜେତା ଦାରିଙ୍ଗିବାଡି ଦଳକୁ ରନର୍ ଟ୍ରଫି ସହ ପୁରସ୍କାର ରାଶି ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅଧିବକ୍ତା ମାନସ ରଞ୍ଜନ ଦାଶ ସଂଯୋଜକ ଦାୟିତ୍ବ ନିର୍ବାହ କରିଥିଲା ବେଳେ ଟୁର୍ଣ୍ଣାମେଣ୍ଟ ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଥିଲା।0

News Comment

You Might Also Like

BACK TO TOP