Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ଖଲ୍ଲିକୋଟ ଡ଼ି ଆଇ ଇ ଟି ରେ ନବମ କ୍ଲଷ୍ଟର ସ୍ତରୀୟ ଅଭିମୁଖୀ କରଣ ବୈଠକ ଅନୁଷ୍ଠିତ |

13-Feb-2025

ଖଲ୍ଲିକୋଟ : ଡି.ଆଇ.ଇ.ଟି.ରେ ନବମ କ୍ଲଷ୍ଟର ସ୍ତରୀୟ ଅଭିମୁଖୀକରଣ ବୈଠକ ଅନୁଷ୍ଠିତ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ପକ୍ଷରୁ ପ୍ରତିମାସ ଭଳି ଚଳିତ ମାସ ମଧ୍ୟ ନବମ ଅଭିମୁଖୀକରଣ ବୈଠକ ସମ୍ମିଳନୀ କକ୍ଷରେ ଆନୁଷ୍ଠାନିକ ରୀତିରେ ଅନୁଷ୍ଠିତ ହୋଇଯାଇଛି । ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ସର୍ବପ୍ରଥମେ ପ୍ରତିଷ୍ଠାନର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ପରିଡ଼ା ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ । ବେଗୁନିଆ ପଡ଼ା ବ୍ଲକରେ କାର୍ଯ୍ୟରତ ସି ଆର ସି ସି ଅଜିତ୍ କୁମାର ମିଶ୍ର ଦୀପ ମନ୍ତ୍ର, ଶ୍ଳୋକ ଗାନ କରିଥିଲେ । 
ପ୍ରତିଷ୍ଠାନର ଅଧ୍ୟକ୍ଷ ତଥା ବିଶିଷ୍ଟ ଶିକ୍ଷାବିତ୍ ଡକ୍ଟର ସନ୍ତୋଷ କୁମାର ପରିଡ଼ା ବୈଠକରେ ଯୋଗଦାନ କରି ଗଂଜାମ ଜିଲ୍ଲାରେ ଶୈକ୍ଷିକ ପରିବର୍ତ୍ତନ କ୍ଷେତ୍ରରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଭୂମିକା, ୨୦୨୪-୨୫ ଶିକ୍ଷା ବର୍ଷର ସମୀକ୍ଷା, ଭୈ।ତିକ, ଶୈକ୍ଷିକ ଦିଗକୁ କିଭଳି ରେକର୍ଡ ଭୁକ୍ତ କରିହେବ, ଏଫ୍. ଏଲ୍. ଏନ୍. ର ଅଗ୍ରଗତି, ଏ. ଆଇ. ପି. ଆଦି ବହୁବିଧ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ । ଆଗାମୀ ଫେବୃଆରୀ ୨୮ ତାରିଖରେ ହେବାକୁ ଥିବା ଜାତୀୟ ବିଜ୍ଞାନ ଦିବସ ପ୍ରତି କ୍ଲଷ୍ଟର ଅଧୀନସ୍ଥ ବିଦ୍ୟାଳୟ ଗୁଡିକରେ ପାଳନ କରିବାପାଇଁ ପରାମର୍ଶ ପ୍ରଦାନ କରିଥିଲେ । ବରିଷ୍ଠ ପ୍ରଶିକ୍ଷକ ବିଷ୍ଣୁ ନାରାୟଣ ଜେନା ବୈଠକର ଆୟୋଜନ, ଏମ୍. ସି. ଏମ୍.ର ପ୍ରୟୋଜନତା, ପ୍ରତ୍ୟାଶିତ ଫଳାଫଳ ବିଷୟରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ ।
ବିଦ୍ୟାଳୟରରେ ଏଫ୍. ଏଲ୍. ଏନ୍. କର୍ଣ୍ଣର, ଶ୍ରେଣୀ କକ୍ଷରେ ଛାତ୍ର ଛାତ୍ରୀମାନେ କିପରି ମୁଖ୍ୟ ସ୍ରୋତରେ ସାମିଲ୍ ହେବେ ସେ ସମ୍ବନ୍ଧରେ ବହୁ ଉପାଦେୟ ତଥ୍ୟ ପ୍ରକାଶ କରିଥିଲେ । ଚଳିତ ମାସ ଗତ ତା ୧୧/୦୨/୨୫ ରିଖରୁ ତା ୧୪/୦୨/୨୫ ରିଖ ପର୍ଯ୍ୟନ୍ତ ସମଗ୍ର ଗଂଜାମ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ବ୍ଲକର ସି ଆର୍ ସି ସିଙ୍କ ଅଭିମୁଖୀକରଣ ବୈଠକ ପରିଚାଳିତ ହେବାର କାର୍ଯ୍ୟକ୍ରମ ରହିଛି । କ୍ଲଷ୍ଟର ସ୍ତରୀୟ ବୈଠକର ରିପୋର୍ଟ ଲିଖନ  ଉପରେ ସବିଶେଷ ଆଲୋଚନା ହୋଇଥିଲା । ବୈଠକରେ ପ୍ରଶିକ୍ଷକ ମୁକ୍ତିକାନ୍ତ ବେହେରା, ସୁକୁଲେଇ ଟୁଡୁ, ଜିତେନ୍ଦ୍ର କୁମାର ପଣ୍ଡା, ପ୍ରଶିକ୍ଷିକା ପ୍ରଜ୍ଞା ପରମିତା, ବବିତା ସିଂ ନାୟକ, ନିବେଦିତା ପାଢ଼ୀ, ଲିପି ଶ୍ରୀ ଦେବୀ, ସରୋଜିନୀ ମିଶ୍ର, ଜୟନ୍ତୀ ବେହେରା, କଲ୍ୟାଣୀ କୁମାରୀ ଗୈାଡ, ଭାବିଲିତା ନାୟକ, ଗାୟତ୍ରୀ ସ୍ୱାଇଁ, ଅନୁପମା ଦାସ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରତିଷ୍ଠାନର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମକୁ ସୂଚାରୁରୂପେ ପରିଚାଳନାରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP