Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟ ରେ ବିଭିନ୍ନ ବିଷୟ ନେଇ ସମୀକ୍ଷା ବୈଠକ |

13-Feb-2025

ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟରେ ଉନ୍ନତ ମାନର ଶିକ୍ଷା , ଖାଦ୍ୟ  ଓ ଭିର୍ତ୍ତି ଭୂମି ସମ୍ପର୍କିତ ସମୀକ୍ଷା ବୈଠକ ,

ଓଡିଶା ଜନମତ,ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ, ତା -13/02/25,

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ୯ ଟି ବ୍ଲକରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ବିଦ୍ୟାଳୟ ରେ କେବଳ ଭିର୍ତ୍ତି ଭୂମି ନୁହେଁ ଛାତ୍ର ଛାତ୍ରୀ ମାନଙ୍କ ନିମନ୍ତେ ପ୍ରଦାନ କରାଯାଉଥିବା ଖାଦ୍ୟ ,ପୋଷାକ ଓ ସେମାନଙ୍କୁ କିଭଳି ଉନ୍ନତ ମାନର ଶିକ୍ଷା ପ୍ରଦାନ କରାଯାଇ ପାରିବ ସେ ସମ୍ପର୍କ ରେ ଏକ ତ୍ରୟମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହା ସହ ନୂଆ ହଷ୍ଟେଲ ନିର୍ମାଣ , ହଷ୍ଟେଲ ର ପୁନଃ ନିର୍ମାଣ ,ପାନୀୟ ଜଳ ସମସ୍ୟା ଦୂର କରିବା ଭଳି ବିଭିନ୍ନ ଅଭାବ ଅସୁବିଧା ଉପରେ ଆଲୋଚନା କରଯାଇଥିଲା । ସମୂନୀତ ଆଦିବାସୀ ଉନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର ଙ୍କ କାର୍ଯ୍ୟାଳୟ ରେ ଅନୁଷ୍ଠିତ ଏହି ବୈଠକରେ ଉପଖଣ୍ଡ ମଙ୍ଗଳ ଅଧିକାରୀ ବିଭୀଷଣ ଭୋଇ , ଉମେଶ ଚନ୍ଦ୍ର ପ୍ରଧାନ , ବିଭାଗୀୟ ସହକାରୀ ଅଧିକ୍ଷଣ ଯନ୍ତ୍ରୀ ବୈକୁଣ୍ଠ ବେହେରା , ସହକାରୀ ଯନ୍ତ୍ରୀ କବିରାଜ ବେହେରା ,ପବିତ୍ର ସାହୁ ,ବୁଦ୍ଧି ରାମ ମୁର୍ମୁ ଙ୍କ ସମେତ ସମସ୍ତ ବ୍ଲକ ର ମଙ୍ଗଳ ସଂପ୍ରସାରଣ ଅଧିକାରୀ ବୁରୁମାଝି ପଡ୍ରା, ଦୀପକ କୁମାର ସିଂ, ଉର୍ମିଳା  ପ୍ରଧାନ , ରୋଷାଳିନୀ ନାୟକ , ଆୟୁସୀ ପ୍ରଧାନ , ଦୀପକ କୁମାର କୁଆଁର ପ୍ରମୁଖ ଯୋଗ ଦେଇଥିଲେ । ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର କହିଛନ୍ତି ଯେ, ବିଦ୍ୟାଳୟ ଓ ହଷ୍ଟେଲ ଗୁଡିକର ଭିର୍ତ୍ତିଭୂମି କୁ ସୁଦୃଢ କରିବା ସହ ଉନ୍ନତ  ମାନର ଶିକ୍ଷା ପ୍ରଦାନ ସହ  ଖାଦ୍ୟ ପ୍ରଦାନ , ସ୍ଵଚ୍ଛତା ପରିବେଶ ,ପାଣି ସମସ୍ୟା ଦୂର , ସମେତ ଭିତ୍ତି ଭୂମି ଉପରେ ଗୁରୁତ୍ଵ ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ନିଆ ଯାଇଛି ।

News Comment

You Might Also Like

BACK TO TOP