Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ବାଲିଗୁଡା ରେ 22ରୁ ଉର୍ଦ୍ଧ ଚାକିରିଆ ତାଙ୍କର ରାସନ କାର୍ଡ ଫେରେଇଲେଣି

13-Feb-2025

୨୨ରୁ ଊର୍ଦ୍ଧ୍ବ ଚାକିରିଆ ରାସନ କାର୍ଡ ଫେରାଇଲେଣି : 
ଶତାଧିକ ଚାକିରିଆ ଓ ଆୟକର ଦାତାଙ୍କ କାର୍ଡ ବାତିଲ,

ଓଡିଶାଜନମତ,କନ୍ଧମାଳ, ସଞ୍ଜୟ ପାଣି ଗ୍ରାହୀ, ତା, ୧୩/୦୨:
ସମସ୍ତଙ୍କୁ ଖାଦ୍ୟ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରି ଗରୀବ ଲୋକଙ୍କୁ ମାଗଣା ଚାଉଳ ଯୋଗାଇ ଦେଉଛନ୍ତି। ତେବେ ବହୁ ସଂଖ୍ୟକ ଅଯୋଗ୍ୟ ହିତାଧିକାରୀ ଏହି ଯୋଜନାରେ ସାମିଲ ହୋଇ ଯୋଜନାର ଫାଇଦା ଉଠାଉଛନ୍ତି। ରାଜ୍ୟରେ ସରକାର ବଦଳିବା ପରେ ଏହା ଉପରେ ଗୁରୁତ୍ୱ ଦେଇ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ପାଇଁ ପ୍ରୟାସ ଆରମ୍ଭ ହୋଇଛି। ବିଶେଷ କରି ସରକାରୀ ଚାକିରିଆ ଏବଂ ଆୟକର ଦେଉଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ସେମାନଙ୍କ ରାସନ କାର୍ଡ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ସୂଚନା ଅନୁସାରେ, କନ୍ଧମାଳ ଜିଲ୍ଲାରେ ଏବେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସମୂଦାୟ ୧, ୭୪, ୪୯୩ କାର୍ଡଧାରୀ ସାମିଲ ଅଛନ୍ତି। ମୋଟ୍‌ ୬, ୩୬, ୨୩୮ ଜଣ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି। ସେହିଭଳି ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଗତ ୧୮୭୫ କାର୍ଡଧାରୀ ଥିବାବେଳେ ଏଥିରେ ୬୬୨୮ ହିତାଧିକାରୀ ସାମିଲ ଅଛନ୍ତି। ଜିଲ୍ଲା ଯୋଗାଣ ବିଭାଗ ଦ୍ବାରା ଏଚଆରଏମଏସ ତଥ୍ୟ ଆଧାରରେ ଏମାନଙ୍କ ମଧ୍ୟରେ ସମୂଦାୟ ୧୭୭୭ ଚାକିରିଆ ଥିବା ଜଣାପଡ଼ିଛି। ସେହିଭଳି ହିତାଧିକାରୀଙ୍କ ମଧ୍ୟରେ ୭୬୩ ଜଣ ଆୟକରଦାତା ଥିବା ମଧ୍ୟ ଜଣାପଡ଼ିଛି। ଏମାନଙ୍କ କାର୍ଡ ବାତିଲ କରିବା ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୪୦୯ ଜଣ ଚାକିରିଆ ଓ ୪୬ ଜଣ ଆୟକରଦାତାଙ୍କ କାର୍ଡ ବାତିଲ ହୋଇସାରିଛି। ଅନ୍ୟମାନଙ୍କ ପ୍ରକୃତ ସ୍ଥିତି ନେଇ ଅନୁଧ୍ୟାନ ଚାଲିଥିବା ଏବଂ ଅଯୋଗ୍ୟତା ପ୍ରମାଣିତ ହେଲେ ସେମାନଙ୍କ କାର୍ଡ ବାତିଲ କରାଯିବ ବୋଲି ସୂଚନା ଦେଇଛନ୍ତି ଜିଲ୍ଲା ଯୋଗାଣ ଅଧିକାରୀ ଜ୍ଞାନେନ୍ଦ୍ରୀୟ ମିଶ୍ର। ରାଇକିଆ ବ୍ଲକ ଅଞ୍ଚଳରେ ଏହି ଯୋଜନାରେ ଅନେକ ସରକାରୀ କର୍ମଚାରୀ ସରକାରଙ୍କ ବିଭିନ୍ନ ସୁବିଧା ନେଉଛନ୍ତି। ଅପରପକ୍ଷରେ ଅନେକ ଯୋଗ୍ୟ ହିତାଧିକାରୀ ଏଥିରୁ ବଞ୍ଚିତ ହେଉଛନ୍ତି। ଏବେ ଇ-କେୱାଇସି ଅପଡେଟ ଆରମ୍ଭ ହେବାପରେ କାର୍ଡ ହାତେଇଥିବା ୨୨ରୁ ଊର୍ଦ୍ଧ୍ବ ସରକାରୀ ଚାକିରିଆ ଇତି ମଧ୍ୟରେ କାର୍ଡ ଫେରାଇଥିବା ଜଣାପଡ଼ିଛି। ପ୍ରଥମ ପର୍ଯ୍ୟାୟରେ କେବଳ ଅଧିକ ଦରମା ପାଉଥିବା ଅଯୋଗ୍ୟ ହିତାଧିକାରୀଙ୍କ କାର୍ଡ ଫେରସ୍ତ ରଖାଯାଇଛି। ଯୋଗ୍ୟ ବ୍ୟକ୍ତିମାନେ ପରବର୍ତ୍ତୀ ସମୟରେ ସାମିଲ ହୋଇପାରିବେ ବୋଲି କହିଛନ୍ତି। ଜିଲ୍ଲାର ସମସ୍ତ ଅଯୋଗ୍ୟ ହିତାଧିକାରୀଙ୍କ କାର୍ଡ ବାତିଲ ହେଲେ ପ୍ରାୟ ୭ ହଜାର ହିତାଧିକାରୀ ଯୋଜନାରୁ ବାଦ ପଡ଼ିବେ ବୋଲି ଅନୁମାନ କରାଯାଉଛି।

News Comment

You Might Also Like

BACK TO TOP