Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ହନୁମାନ ଜୀଉ ଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆରମ୍ଭ |

14-Feb-2025

ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ୧୫ରୁ ଆରମ୍ଭ : ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟ ରେ...
ଓଡିଶାଜନମତ,ବାଲିଗୁଡା , ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୧୪/୦୨: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା` ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ  6ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଚଳିତ ମାସ ୧୫ ତାରିଖ ଠାରୁ ୧୯ ତାରିଖ ପର୍ଯ୍ୟନ୍ତ ମହାସମାରୋହରେ ପାଳନ କରାଯିବ । ଏ ନେଇ ସମସ୍ତ କାର୍ଯ୍ୟ ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚି ସାରିଛି l  ଏହି ଅବସରରେ ୧୫ ତାରିଖ ଶନିବାର ଦିନ ଦୀକ୍ଷା ଗ୍ରହଣ, ଅଙ୍କୁରା ରୋପଣ ଓ ସାଲାବାସ , ୧୬ ତାରିଖ ରବିବାର ଦିନ ସକାଳେ କଳସ ଯାତ୍ରା, ଅପରାହ୍ନରେ ବନଯାଗ, ମଣ୍ଡଳ କରଣ ଏବଂ ଅଙ୍କୁରା ରୋପଣ ପୂଜା, ୧୭ ତାରିଖ ସୋମବାର ସକାଳୁ କର୍ମ ଆରମ୍ଭ, ସୂର୍ଯ୍ୟପୂଜା, ଅଗ୍ନି ସ୍ଥାପନ ଏବଂ ଦେବତା ଅଧୂବାସ, ୧୮ ତାରିଖ ମଙ୍ଗଳବାର ସକାଳ ୯ ଘଣ୍ଟରୁ ନାମଯଜ୍ଞ ଆରମ୍ଭ ଓ ସନ୍ଧ୍ୟା ୫.୦୦ ଘଟିକା ଠାରୁ ଦେବତା ମହାସ୍ନାନ, ମଧ୍ୟ ରାତ୍ରୀରେ ଦେବତା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଆୟୋଜନ ହେବ l ତତ ସଙ୍ଗେ ସଙ୍ଗେ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଛି l ୧୯ ତାରିଖ ବୁଧବାର ଦିନ ସକାଳ ୯ ଘଣ୍ଟ ରୁ କର୍ମାରମ୍ଭ, ଦେବତା ନଗର ଭ୍ରମଣ, ଶୁଭଲଗ୍ନରେ ଦେବତା ସିଂହାସନ ଆରୋହଣ, ଘୃତଯଜ୍ଞ ପୂର୍ଣ୍ଣାହୁତି ଏବଂ ନାମଯଜ୍ଞ ପୂର୍ଣାହୁତି, ନଗର କିର୍ତ୍ତନ ସହ ଦ୍ୱିତୀୟ ଦିନ  ପାଇଁ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଛି l ଏଣୁ ଅଞ୍ଚଳବାସୀ ଉକ୍ତ ଧର୍ମୀୟ କାର୍ଯ୍ୟକ୍ରମରେ ତନ, ମନ, ଧନ ପ୍ରଦାନ ପୂର୍ବକ ଭକ୍ତି କୃପା ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି ।

News Comment

You Might Also Like

BACK TO TOP