Breaking News

ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||      ହିଞ୍ଜିଳି କଲେଜ ଗଣ୍ଡଗୋଳ କୁ ନେଇ ବିଜେଡିର ଥାନା ଆଗରେ ଧାରଣା ||   (17-Oct-2026)       ||      ସରସ୍ବତୀ ଶିଶୁମନ୍ଦିର ରେ ଅଭିଭାବକ ଓ ଅଭିଭାବିକା ଙ୍କ ବୈଠକ ଅନୁଷ୍ଠିତ |    (17-Oct-2026)       ||      କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||     

ନୂଆଁ ସାହି କେଜି ବିଭି ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ!|

15-Feb-2025

ନୁଆସାହି କେଜିବିଭି ବିଦ୍ୟାଳୟର ବାର୍ଷିକ ଉତ୍ସବ 

ଓଡିଶା ଜନମତ,ବାଲିଗୁଡା , ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୧୫/୦୨:

 କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କେଜିବିଭି) ର  ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଆୟୋଜନ ପରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜୟ ଚନ୍ଦ୍ର ଖଣ୍ଡଗିରି , ସମ୍ମାନିତ ଅତିଥି ଭାବେ ବଳରାମ ବେହେରା, ମୃତ୍ୟୁଞ୍ଜୟ ପ୍ରଧାନୀ, ଗାୟତ୍ରୀ ପାଳ ପ୍ରମୁଖ ଯୋଗ ଦେଇ ଶିକ୍ଷା-ଶିକ୍ଷକ ଓ ଛାତ୍ର ଛାତ୍ରୀ ର ଗୁରୁତ୍ୱ ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଧାନ ଶିକ୍ଷୟିତ୍ରୀ ରେଣୁକା ବତୀ ସାହାଣୀ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ସହକାରୀ ଶିକ୍ଷକ ଦୟାନିଧି ମହାରଣା ସ୍ୱାଗତ ଭାଷଣ ପୂର୍ବକ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ  l ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଏଥିରେ ପ୍ରକାଶ ଚନ୍ଦ୍ର ମହାରଣା, ଦୟାନିଧି ମହାରଣାଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିବା ବେଳେ ସତ୍ୟ ନାରାୟଣ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ l

News Comment

You Might Also Like

BACK TO TOP