Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ଖଲ୍ଲିକୋଟ ପାନ ନୂଆଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ନବମ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |

16-Feb-2025

ଖଲ୍ଲିକୋଟ : ପାନ ନୂଆଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ନବମ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ,

               ଓଡିଶା ଜନମତ ବ୍ୟୁରୋ,

ଖଲ୍ଲିକୋଟ ବ୍ଲକ୍ ଅନ୍ତର୍ଗତ କନକା କ୍ଲଷ୍ଟର ଅଧୀନସ୍ଥ ପାନ ନୂଆଗାଁ ସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ
ପରିସରରେ ଆନୁଷ୍ଠାନିକ ରୀତିରେ ନବମ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ସହକାରୀ ଶିକ୍ଷକ ରମେଶ ଚନ୍ଦ୍ର ସାହୁ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ବୈଠକର ଶୁଭ ଉଦ୍ଘାଟନ କରିଥିଲା ବେଳେ ପ୍ରଧାନ ଶିକ୍ଷକ ବାଲ୍ମୀକି ମିଶ୍ର ଦୀପ ମନ୍ତ୍ର, ଶ୍ଳୋକ ଗାନ କରିଥିଲେ । ଶିକ୍ଷକ ଦେବରାଜ ଗୈାଡ ସୁଲଳିତ କଣ୍ଠରେ ଭକ୍ତି ରସାତ୍ମକ ଭଜନ ପରିବେଷଣ କରିଥିଲେ । ବୈଠକର ପ୍ରାରମ୍ଭରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଡକ୍ଟର ଦ୍ବାରିକାନାଥ ମହାରଣା ବୈଠକରେ ଉପସ୍ଥିତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ଜଣାଇ ପ୍ରତ୍ୟେକ ମାସରେ ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ବୈଠକର ଆବଶ୍ୟକତା, ଉଭୟ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଭାଷା, ଗଣିତ ବିଷୟ କ୍ରମରେ ଶିକ୍ଷଣ ଫଳାଫଳ ସମ୍ପର୍କରେ ଆଲୋଚନା କରିଥିଲେ ।
ଏତଦବ୍ୟତୀତ ଫେବୃୟାରୀ ମାସର ଶୈକ୍ଷିକ କ୍ୟାଲେଣ୍ଡର, ପାଠ୍ୟ ଯୋଜନା, ମୈଳିକ ସାକ୍ଷରତା, ସଂଖ୍ୟା ଜ୍ଞାନ, ଏକକ ଶ୍ରେଣୀ, ବହୁ ଶ୍ରେଣୀ ପାଠ ଯୋଜନା, ଭାଷା ଶିକ୍ଷଣ, ଗଣିତ କିଟ୍ ଆଦି ବହୁବିଧ ଦିଗ ସମ୍ପର୍କରେ ସମବେତ ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ, ଏଫ୍. ଏଲ୍. ଏନ୍. ଶିକ୍ଷକ ଶିକ୍ଷୟିତ୍ରୀଙ୍କ   ସମ୍ମୁଖରେ   ପ୍ରଶିକ୍ଷଣ ପ୍ରଦାନ ସହିତ ଆଲୋଚନା କରିଥିଲେ । କ୍ଲଷ୍ଟରରେ କାର୍ଯ୍ୟରତ  ଶିକ୍ଷକ ଦେବରାଜ ଗୈାଡ, ହରେକୃଷ୍ଣ ମଲ୍ଲିକ, ପ୍ରଫୁଲ୍ଲ ଶବର, ନିରଞ୍ଜନ ପଣ୍ଡା, କେଦାରନାଥ ନାୟକ, କମଲଜିତ୍ ତ୍ରିପାଠୀ, ସନ୍ତୋଷ କୁମାର ବାରିକ, ଏକାଦଶୀ ବେହେରା, ଶିକ୍ଷୟିତ୍ରୀ  ଚମ୍ପାବତୀ ପଟ୍ଟନାୟକ, ବିଦ୍ୟୁତ୍ ପ୍ରଭା ନାୟକ, ରୀନା କୁମାରୀ ମହାପାତ୍ର, ତପସ୍ୱିନୀ ଜାନି, ଅନିତା କୁମାରୀ ବାରିକ, ସୋନାଲି ପାହାନ୍ତା ସିଂ, ଲକ୍ଷ୍ମୀପ୍ରିୟା ପାତ୍ର, ସତ୍ୟଭାମା ଦେବତା ପ୍ରମୁଖ  ଯୋଗଦେଇଥିଲେ ।

News Comment

You Might Also Like

BACK TO TOP