Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ବାଲିଗୁଡା, ଗୋଟିଏ ରାତ୍ରରେ 3ଗୋଟି ସାନରୁ ସିରିଜ ଚୋରି

16-Feb-2025

ବାଲିଗୁଡା : ଗୋଟିଏ ରାତ୍ର ରେ ତିନୋଟି ସ୍ଥାନରୁ ସିରିଜ ଚୋରୀ,

ଓଡିଶାଜନମତ,ବାଲିଗୁଡା, ସଞ୍ଜୟକୁମାରପାଣିଗ୍ରାହୀ, ତା,16/02/25:

କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଗୋଟିଏ ରାତ୍ରରେ ତିନୋଟି ସ୍ଥାନରୁ ସିରିଜ ଚୋରୀ ହୋଇଥିବା ଜଣାପଡିଛି l ଘଟଣାରୁ ପ୍ରକାଶ ଯେ, ଶନିବାର ମଧ୍ୟ ରାତ୍ର ପରେ ପରେ ବାଲିଗୁଡା ଟାଉନ ର ତହସିଲଦାରଙ୍କ କ୍ୱାଟର ସମ୍ମୁଖରେ ଥିବା
ଗିରିଜା ମେଡ଼ିସିନ ଷ୍ଟୋର ର କୌଣସି ଦୁର୍ବୁତ୍ତ ତାଲା ଭାଙ୍ଗି ଦୋକାନରେ ପଶି ନଗଦ ୭/୮ ହଜାର ଟଙ୍କା ଓ କିଛି ଖୁଚୁରା ପଇସା ଚୋରୀ କରି ନେଇଥିବା ବେଳେ ନୁଆସାହି କଳ୍ପନା ଛକ ନିକଟରେ ଥିବା ବିଶ୍ଵମ୍ବର ପାତ୍ର ଙ୍କ ହୋଟେଲ ରୁ କିଛି ପଇସା ପତ୍ର ଓ ଜିନିଷ ପତ୍ର ଏବଂ ଅମିତ ଇଲେକ୍ଟ୍ରିକାଲ ଦୋକାନର କାଠ ପଟା ଭାଙ୍ଗି କିଛି ଇଲେକ୍ଟ୍ରି ଜିନିଷ ଚୋରୀ କରି ନେଇଥିବା ଜଣାପଡିଛି l ଖବର ପାଇ ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରି ତଦନ୍ତ ଜାରୀ ରଖିଛି l ଖୋଦ ବାଲିଗୁଡା ଟାଉନ ରେ ଦିନ ହେଉ କିମ୍ବା ରାତି ହେଉ ପାଟ୍ରୋଲିଂ ବ୍ୟବସ୍ଥା କୁ କଡାକଡି କରୁନଥିବାରୁ ଚୋରୀ, ରାହାଜାନି ସହ ଛୋଟ ବଡ଼ ଦୁର୍ଘଟଣା ମାନ ବୃଦ୍ଧି ପାଉଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି l ଏଥି ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ପାଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବାକୁ ବୁଦ୍ଧିଜୀବୀ ମହଲରେ ଦାବୀ ହେଉଛି l

News Comment

You Might Also Like

BACK TO TOP