Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ବୁଗୁଡ଼ା ସାମ୍ବାଦିକ ସମ୍ମିଳନୀ ରେ ବିଜେପିଉ କାର୍ଯ୍ୟା ଶୈଳୀ କୁ କଂଗ୍ରେସ ର ନିନ୍ଦା |

17-Feb-2025

ସାମ୍ବାଦିକ ସମ୍ମିଳନୀରେ ବିଜେପିର କାର୍ଯ୍ଯଶୈଳୀକୁ କଂଗ୍ରେସର ନିନ୍ଦା,

ଓଡିଶା ଜନମତ, ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ତା ୧୬/୦୨/୨୫ :
ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସାମ୍ବାଦିକ ସମ୍ମିଳନୀରେ ଆସିକା ସାଂସଦ ପ୍ରାର୍ଥୀ ଦେବକାନ୍ତ ଶର୍ମା, ବରିଷ୍ଠ କଂଗ୍ରେସ ନେତା ଦେବୀ ପ୍ରସାଦ ବିଷୋୟୀ, ପିସିସି ସଦସ୍ୟ ସୁଜିତ ସ୍ବାଇଁ, ପ୍ରାକ୍ତନ କଂଗ୍ରେସ ସେବାଦଳ ସଭାପତି ଜାନକୀ ବଲ୍ଲଭ ରାଉତ, ପ୍ରାକ୍ତନ ବ୍ଲକ କଂଗ୍ରେସ ସଭାପତି ଶଙ୍କର୍ଷଣ ବେହେରା, ପ୍ରାକ୍ତନ ନଗର କଂଗ୍ରେସ ସଭାପତି ମାନସ ରଞ୍ଜନ ଦାଶ, ସିମାଞ୍ଚଳ ଖଟେଇ ପ୍ରମୁଖ ଯୋଗ ଦେଇ ଭାରତୀୟ ଜନତା ପାର୍ଟିର କାର୍ଯ୍ୟଧାରାକୁ ତୀବ୍ର ସମାଲୋଚନା କରିଥିଲେ। ଏ ଅବସରରେ ତଳ ଦିନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅଶାଳୀନ ଶବ୍ଦ ପ୍ରୟୋଗର ଦ୍ବାହି ଦେଇ ବିଜେପି ପକ୍ଷରୁ ସ୍ଥାନୀୟ ମଦନ ମୋହନ ଛକରେ ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ କୁଶ ପୁତ୍ତଳିକା ଦାହ ସହ ସେମାନଙ୍କ ପ୍ରତି ଅଶାଳୀନ ବକ୍ତବ୍ୟ ପ୍ରଦାନର ନିନ୍ଦା କରାଯାଇଥିଲା। ପୂର୍ବରୁ କଂଗ୍ରେସ ଦଳରେ ରହି ସୋନିଆ ଓ ରାହୁଲଙ୍କ ଜୟଗାନ କରୁଥିବା କେତେକ ବିଜେପି ନେତା ଓ କର୍ମୀ ଏବେ ସେମାନଙ୍କ ପ୍ରତି କଟୁ ମନ୍ତବ୍ୟ ପ୍ରଦାନ କରିବା ହାସ୍ୟାସ୍ପଦ ବୋଲି ମତବ୍ୟକ୍ତ କରିବା ସହ ଏଠାକାର ବିଜେପି କର୍ମୀ ଓ କର୍ମକର୍ତ୍ତାଙ୍କ ଔଦ୍ଧତ୍ୟର ଜବାବ ଜନତା ଆଗାମୀ ନିର୍ବାଚନରେ ଦେବେ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ। ଏଥି ସହ ଚାଷୀଙ୍କ ସ୍ବାର୍ଥ ସହିତ ଜଡିତ ଧାନମଣ୍ଡିକୁ ଅବ୍ଯବସ୍ଥିତ ଦର୍ଶାଇ ସରକାରଙ୍କୁ ସମାଲୋଚନା କରିଥିଲେ। ଅନ୍ଯପକ୍ଷରେ ସ୍ଥାନୀୟ ପିପୁଲ୍ସ କଲେଜରେ ପୁନଃ +୨ କମର୍ସ ଖୋଲାଯିବା ନେଇ ଆଗାମୀ ଦିନରେ କଂଗ୍ରେସ ପକ୍ଷରୁ ଦାବି ଉପସ୍ଥାପନ କରାଯିବ ବୋଲି ସୂଚନା ପ୍ରଦାନ କରିଥିଲେ।

News Comment

You Might Also Like

BACK TO TOP