Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ବୁଗୁଡ଼ା ଅଞ୍ଚଳ ରେ ମାଳ, ମାଳ ଇଟା ଭାଟି, ପ୍ରଶାସନ ର ନିଘା ନାହିଁ |

18-Feb-2025

ବୁଗୁଡ଼ା ଅଞ୍ଚଳରେ ମାଳମାଳ ଇଟାଭାଟି  , ପ୍ରଶାସନ  ଆଖିରେ ପଟିବାନ୍ଧି ବସିଛି |

ଓଡିଶା ଜନ ମତ,,ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ତା୧୭/୦୨/୨୫ :
ବୁଗୁଡ଼ା ଅଞ୍ଚଳରେ ମାଳ ମାଳ  ଇଟାଭାଟି ଗଢି ଉଠିଥିଲେ ହେଁ ଏଠି ପ୍ରଶାସନ ଆଖିରେ ପଟି ବାନ୍ଧି ବସିଲା ଭଳି ପ୍ରତୀୟମାନ ହେଉଛି । ପରିବେଶ ପ୍ରଦୂଷଣକାରୀ ପୋଡ଼ା ଭାଟି ଇଟାକୁ ନ୍ୟାସନାଲ ଗ୍ରିନ ଟ୍ରିବ୍ୟୁନାଲ (ଏନ୍‌ଜିଟି) ସମ୍ପୂର୍ଣ୍ଣ ବେଆଇନ ବୋଲି ଘୋଷଣା କରିବା ସହ ଏହା ଉପରେ ରୋକ୍ ଲଗାଇବା ପାଇଁ ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଜାରି କରିଛି । ତେବେ ବୁଗୁଡ଼ା ଅଞ୍ଚଳରେ ଏହାର ବ୍ଯାପକ ବ୍ୟତିକ୍ରମ ଦେଖିବାକୁ ମିଳିଛି । ନିର୍ଦ୍ଦେଶନାମାକୁ ଖାତିର ନକରି ମାଳମାଳ ଇଟା ଭାଟି ଚାଲିଛି । ବେଆଇନ ଇଟା ଭାଟିଗୁଡ଼ିକ ଉପରେ ପ୍ରଶାସନ ଚଢ଼ାଉ କରିବା ପରିବର୍ତ୍ତେ ହାତଗୁଞ୍ଜା ନେଇ ସେମାନଙ୍କୁ ପ୍ରୋତ୍ସାହିତ କଲାଭଳି ମନେ ହେଉଛି । ଆବାସ ଯୋଜନାର ହିତାଧିକାରୀମାନେ ଘର ତିଆରି ପାଇଁ ଇଟା ପକାଉଥିବା ଆଳ ଦେଖାଇ ଇଟା ବେପାରୀଙ୍କୁ ସ୍ଥାନୀୟ ପ୍ରଶାସନ ଖୋଲା ଛାଡି ଦେଇଛି  । ଫଳରେ ବୁଗୁଡ଼ା ତହସିଲ ଅଧିନସ୍ଥ ବିଭିନ୍ନ ଗ୍ରାମାଞ୍ଚଳରେ ପୋଡ଼ା ଇଟାଭାଟି ସଂଖ୍ୟା ବଢ଼ିବାରେ ଲାଗିଛି । କେହି ଅଭିଯୋଗ କଲେ କେବଳ ଲୋକଦେଖାଣିଆ ଫାଇନ କାଟି ଦେଇ ପଲା ଝାଡ଼ି ଦେଉଛି ପ୍ରଶାସନ । ଫଳରେ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି କିଛି ପ୍ରଭାବଶାଳୀ ବ୍ୟକ୍ତିଙ୍କ ଛତ୍ରଛାୟା ତଳେ ରହି ଅସାଧୁ ବେପାରୀମାନେ ପୋଡ଼ା ଇଟା ପ୍ରସ୍ତୁତ କରୁଥିବା ଅଭିଯୋଗ ହୋଇଛି।ଏହା ଦ୍ବାରା ଲକ୍ଷ ଲକ୍ଷ ଟଙ୍କା ରାଜସ୍ବ ହାନି ହେବା ସହ ପରିବେଶ ପ୍ରଦୂଷିତ ହେଉଛି । ଇଟାଭାଟିରୁ ନିର୍ଗତ ହେଉଥିବା ଦୂଷିତ ଧୂଆଁ ଯୋଗୁଁ ଆଖପାଖ ଅଞ୍ଚଳର ଗ୍ରାମବାସୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଲୋକେ ନାନା ପ୍ରକାର ଶ୍ବାସ ରୋଗର ଶିକାର ହେଉଛନ୍ତି । ଏଭଳି ମାଳ ମାଳ ବେଆଇନ ପୋଡ଼ା ଇଟାଭାଟି ଯୋଗୁଁ ସରକାରଙ୍କ ରାଜସ୍ବ ହାନି,ପରିବେଶ ପ୍ରଦୂଷଣ ଓ ଲୋକଙ୍କ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି ସତ୍ତ୍ବେ ସ୍ଥାନୀୟ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଶୂନ ହେତୁ ସତରେ କ`ଣ ଇଟାଭାଟି ବେପାରୀଙ୍କ କବଜାରେ ସ୍ଥାନୀୟ ପ୍ରଶାସନ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଣୁ ଉଚ୍ଚ କର୍ତ୍ତୃପକ୍ଷ ଏଥି ପ୍ରତି ଦୃଷ୍ଟି ଦେଇ ତ୍ବରିତ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି। ବେପାରୀଙ୍କ ପକେଟରେ ପ୍ରଶାସନ !

News Comment

You Might Also Like

BACK TO TOP