Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ମରାଇ ପଲିରେ ହନୁମାନ୍ତ ଦେବ ଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ |

18-Feb-2025

ମରାଇପଲ୍ଲୀରେ ହନୁମନ୍ତ ଦେବଙ୍କ ବିଗ୍ରହ ପ୍ରତିଷ୍ଠା  ଉତ୍ସବ,

ଓଡିଶା ଜନମତ, ବୁଗୁଡ଼ା, ହରସିପ୍ରସାଦ ପାଢ଼ୀ,ତା ୧୭/୦୨/୨୫ : 
ବୁଗୁଡା ବ୍ଲକ ଗୋଲିଆ ପଞ୍ଚାୟତ ଅନ୍ତର୍ଗତ ମରାଇପଲ୍ଲୀ ଗ୍ରାମରେ ପନ୍ଦର ଫୁଟ ଉଚ୍ଚତା ବିଶିଷ୍ଟ ହନୁମନ୍ତ ଦେବଙ୍କ ବିଗ୍ରହ ପ୍ରତିଷ୍ଠା  ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।  ଏଥି ସହ ଗ୍ରାମସ୍ଥ ବ୍ରାହ୍ମଣୀ ଦେବୀ ମନ୍ଦିର ଦ୍ଵାରଦେଶରେ ଦୁଇଟି ସିଂହ ଏବଂ  ଶ୍ଯାମାକାଳୀ ମନ୍ଦିର ସିଂହଦ୍ଵାର ଉପରେ ଶ୍ଯାମାକାଳୀଙ୍କ ମୂର୍ତ୍ତି ସାଙ୍ଗକୁ ନିକଟସ୍ଥ ଚନ୍ଦ୍ର କଳ୍ପେଶ୍ବର ମନ୍ଦିର ସମ୍ମୁଖରେ ବୃଷଭ ବିଗ୍ରହ ପ୍ରତିଷ୍ଠା କରାଯାଇଥିଲା। ଏହି ଉତ୍ସବ ଅବସରରେ ରୁଦ୍ରାଭିଷେକ ଓ ୧୦୮ ହନୁମାନ ଚାଳିଶା ପାଠ ଆଦି କାର୍ଯ୍ୟକ୍ରମ ହୋଇଥିଲା ବେଳେ ଏଥିରେ ପୁରୋହିତ ଭାବେ ଶଶାଙ୍କ ଭୂଷଣ ହୋତା, ଷଷ୍ଠୀ ପ୍ରସାଦ ହୋତା, ଗୋଦାବରୀଶ ହୋତା, ଉମାତନୟ ହୋତା ଓ ସୁକାନ୍ତ ରଥ ପ୍ରମୁଖ ନିୟୋଜିତ ଥିଲେ। ଗ୍ରାମର ପାଟଦଣ୍ଡୁଆ ଶିବ ପ୍ରସାଦ ଗୌଡଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ ଉତ୍ସବକୁ ଦୟାନିଧି ଗୌଡ, ସୁଶିଲ ଗୌଡ, ସନ୍ତୋଷ କୁମାର ଗୌଡ, ତୀର୍ଥବାସୀ ଗୌଡ ପ୍ରମୁଖ ପରିଚାଳନା କରିଥିଲା ବେଳେ ଏଥିରେ ଗ୍ରାମବାସୀ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ଆଖପାଖ ଅଞ୍ଚଳର ବହୁ ପାଟଦଣ୍ଡୁଆଙ୍କ ସମେତ ଶ୍ରଦ୍ଧାଳୁଙ୍କ ସମାବେଶ ଘଟିଥିଲା ।

News Comment

You Might Also Like

BACK TO TOP