Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ହନୁମାନ ଜୀଉଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ |

18-Feb-2025

ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ: 
ନାମ ଯଜ୍ଞ, ଘୃତ ଯଜ୍ଞ ଓ ଅନ୍ନ ଯଜ୍ଞରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ,

ଓଡିଶା ଜନମତ,ବାଲିଗୁଡା, ତା, ୧୬/୦୨, ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ମା` ପାଟ୍ଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିର ପରିସରରେ ଶ୍ରୀ ଶ୍ରୀ ଶ୍ରୀ ହନୁମାନ ଜିଉଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ସମିତିର ସମ୍ପାଦକ ଶିବରାମ ପ୍ରଧାନୀ ଙ୍କ ନେତୃତ୍ୱରେ ଶନିବାର ଠାରୁ ଆରମ୍ଭ ହୋଇଛି l ଏହି ଅବସରରେ ରୀତିନୀତି ଅନୁଯାଇ ନିୟମିତ ପୂଜାର୍ଚନା ଚାଲୁ ରହିଛି l ମଙ୍ଗଳବାର ସକାଳ ୯ ଘଣ୍ଟରୁ ନାମଯଜ୍ଞ ଆରମ୍ଭ ହୋଇଛି l ଅପରାହ୍ନରେ ଦେବତା ମହାସ୍ନାନ, ମଧ୍ୟ ରାତ୍ରୀରେ ଦେବତା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଏଥିରେ ପୁରୋହିତ ଭାବେ ପିତାମ୍ବର ରଥ, ପୂର୍ଣ୍ଣ ଚନ୍ଦ୍ର ଶତପଥି, ରାମକୃଷ୍ଣ ଆଚାର୍ଯ୍ୟ, ନୀଳାଚଳ ମିଶ୍ର ଓ ସନ୍ତୋଷ ରଥ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟ ସୁଚାରୁ ରୂପେ ତୁଲାଇଥିଲେ l କର୍ତ୍ତା ଭାବେ ଲୋକନାଥ ପାଢ଼ୀ, ମଦନ ମୋହନ ପାଢ଼ୀ ଓ ପ୍ରମୋଦ କୁମାର ସାହୁ (ମୁନା) ନିଜ ନିଜର କାର୍ଯ୍ୟ ସମ୍ପାଦନା କରିଥିଲେ l ଏହି ଅବସରରେ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଥିଲା l ୧୯ ତାରିଖ ବୁଧବାର ଦିନ ସକାଳ ୯ ଘଣ୍ଟ ରୁ କର୍ମାରମ୍ଭ, ଦେବତା ନଗର ଭ୍ରମଣ, ଶୁଭଲଗ୍ନରେ ଦେବତା ସିଂହାସନ ଆରୋହଣ, ଘୃତଯଜ୍ଞ ପୂର୍ଣ୍ଣାହୁତି ଏବଂ ନାମଯଜ୍ଞ ପୂର୍ଣାହୁତି, ନଗର କିର୍ତ୍ତନ ସହ ଦ୍ୱିତୀୟ ଦିନ ପାଇଁ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନ୍ନ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଛି l ଏଣୁ ଅଞ୍ଚଳବାସୀ ଉକ୍ତ ଧର୍ମୀୟ କାର୍ଯ୍ୟକ୍ରମରେ ତନ, ମନ, ଧନ ପ୍ରଦାନ ପୂର୍ବକ ଭକ୍ତି କୃପା ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି ।

News Comment

You Might Also Like

BACK TO TOP