Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ବୁଗୁଡ଼ା ର 3କେନ୍ଦ୍ରରେ ଯୁକ୍ତ ଦୁଈ ପରୀକ୍ଷା ଆରମ୍ଭ, |

18-Feb-2025

+୨ ବିଜ୍ଞାନ ପରୀକ୍ଷା ଆରମ୍ଭ , ୩ଟି କେନ୍ଦ୍ରରେ ୨୭୬ ପରୀକ୍ଷାର୍ଥୀ,

ଓଡିଶା ଜନମତ, ବୁଗୁଡ଼ା, ହରପ୍ରସାଦ ପାଢ଼ୀ, ତା ୧୮/୦୨/୨୫ :

 ଆଜି +୨ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ବୁଗୁଡ଼ା ଅଞ୍ଚଳର ୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୨୭୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ଜଣାଯାଇଛି  ।  ବୁଗୁଡ଼ା ପିପୁଲ୍ସ କଲେଜ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍ ଆତ୍ମ ପ୍ରକାଶ ନାୟକଙ୍କ ତତ୍ତ୍ଵାବଧାନରେ ୧୫୦ ଜଣ , ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍ ସରୋଜ କାନ୍ତ ଦାସଙ୍କ ତତ୍ତ୍ବାବଧାନରେ ୬୫ ଜଣ ଓ ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କେନ୍ଦ୍ର ସୁପରିଟେଣ୍ଡେଣ୍ଟ୍ ଦିଲ୍ଲୀପ କୁମାର ଆଚାର୍ଯ୍ୟଙ୍କ ତତ୍ତ୍ବାବଧାନରେ ୬୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ତେବେ ବାଲିପଦର ଏଚ୍ଏସ୍ଏସ୍ କେନ୍ଦ୍ରରେ ୧ ଜଣ ଏବଂ ମାଣିତରା ଏଚ୍ଏସ୍ଏସ୍ କେନ୍ଦ୍ରରେ ୫ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିବା ଜଣାଯାଇଛି। କପିକୁ ରୋକିବା ପାଇଁ ପରୀକ୍ଷାର୍ଥୀଙ୍କୁ କଡାକଡି ଭାବେ ଯାଞ୍ଚ କରାଯାଇଥିବା ବେଳେ ଉକ୍ତ ୩ଟି କେନ୍ଦ୍ରରେ ଶାନ୍ତିଶୃଙ୍ଖଳାର ସହ ପ୍ରଥମ ଦିନର ପରୀକ୍ଷା ସମ୍ପନ୍ନ ହୋଇଛି  । ଅନ୍ୟପକ୍ଷରେ ,ପିପୁଲ୍ସ କଲେଜ ହବ୍ ସେଣ୍ଟର ହୋଇଥିବାରୁ ସେଠାରେ ସଶସ୍ତ୍ର ପୋଲିସ୍ ପ୍ରହରା ସହ କଡା ସୁରକ୍ଷା ମଧ୍ୟରେ ପ୍ରଶ୍ନପତ୍ର ରହିଥିବା ବେଳେ ସୁପରଭାଇଜର ଦାୟିତ୍ବରେ ଅଧ୍ଯକ୍ଷ ହରିକୃଷ୍ଣ ନାୟକ ଏବଂ ଡେପୁଟି ସୁପରଭାଇଜର ଦାୟିତ୍ଵରେ ଅଧ୍ଯାପକ ଡ.ଜୟରାମ ବିଷୋୟୀ ରହିଥିବା ଜଣାଯାଇଛି।

News Comment

You Might Also Like

BACK TO TOP