Breaking News

32 ବର୍ଷ ତଳର ସେହି ହିନ୍ଦୀ ଗୀତ ସେତେବେଳେ ଲେଖିବା ସମୟରେ କାନ୍ଦି ପକେଇଥିଲେ ଲେଖକ |   (14-Aug-2026)       ||      କଂଗ୍ରେସ ଛାତ୍ର ନେତାଙ୍କୁ ହ୍ୱାଟ୍ସଅପ ମାଧ୍ୟମରେ ପୂର୍ବ ଜିଲ୍ଲା କଂଗ୍ରେସ ସଭାପତି ଙ୍କ ଗାଳି ଓ ଆକ୍ରମଣ ଧମକ |   (14-Aug-2026)       ||      ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |    (14-Aug-2026)       ||      ଦେଶ ଭକ୍ତି, ଦେଶପ୍ରେମ,ତ୍ରିରଙ୍ଗା ଯାତ୍ରାରେ ଯୋଗଦେଲେ ଖୋର୍ଦ୍ଧା ଏମପି |   (14-Aug-2026)       ||      "ଘରେ ଘରେ ତ୍ରିରଙ୍ଗା " ଅଭିଯାନ ରେ ଡ଼ି. ଆଇ. ଇ. ଟି. ଗଞ୍ଜାମ ପକ୍ଷରୁ ପଦଯାତ୍ରା ଆୟୋଜିତ |   (14-Aug-2026)       ||      ହରଘର ତ୍ରିରଙ୍ଗା, ଦେଶପ୍ରେମ ଭାବନା ରେ ଏକାଠି ହେଲେ ଖୋର୍ଦ୍ଧାର ଆଇନ ଜୀବୀ |    (14-Aug-2026)       ||      ଖଲ୍ଲିକୋଟ ସରକାରୀ ଚାରୁ ଓ କାରୁ କଳା ମହା ବିଦ୍ୟାଳୟ ରେ ସୁଜନ ଚର୍ଚ୍ଚା - 1-   (14-Aug-2026)       ||      ଡିଜିପି ନିଯୁକ୍ତି କୁ ନେଇ ଅଡୁଆରେ ରାଜ୍ୟ ସରକାର |    (14-Aug-2026)       ||      ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |    (14-Aug-2026)       ||      ହାତୀ ସୁରକ୍ଷା ଡ୍ୟୁଟି ରେ ଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣା ରେ ଅଭିଯୁକ୍ତ ଗିରଫ |    (14-Aug-2026)       ||      ହାତୀ ସୁରକ୍ଷା ଦାଇତ୍ୱ ରେ ଥିବା ବନ କର୍ମଚାରୀ ଙ୍କୁ ଦୁର୍ବୁତ୍ତ ଙ୍କ ଆକ୍ରମଣ |    (14-Aug-2026)       ||      ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||     

ବନ୍ଧୁଙ୍ଗା ବ୍ଲକର ଦୁଇଟି କଲେଜ ରେ ଯୁକ୍ତ ଦୁଈ ପରୀକ୍ଷା ଆରମ୍ଭ |

18-Feb-2025

ବନ୍ଧୁଗାଁ ବ୍ଲକର ୨ ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ଅନୁଷ୍ଠିତ,

          ଓଡିଶା ଜନମତ ବ୍ୟୁରୋ,

ବନ୍ଧୁଗାଁ ତା ୧୮/୨/୨୫ କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକର ୨ ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦ୍ବାଦଶ ଶ୍ରେଣୀର ବିଜ୍ଞାନ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହୋଇ ଯାଇଛି। ପ୍ରଥମ କରି ବନ୍ଧୁଗାଁ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦ୍ବାଦଶ ଶ୍ରେଣୀ ବିଜ୍ଞାନ ବାର୍ଷିକ ପରୀକ୍ଷା ପାଇଁ ୧୨୧ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୧୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବା ବେଳେ ୩ ଜଣ ପିଲା ପରୀକ୍ଷା ଦେଇ ନ ଥିଲେ। ପରୀକ୍ଷା କେନ୍ଦ୍ରର ସୁପରୀଟେଣ୍ଡେଣ୍ଟ  ଭାବେ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ରଶ୍ମିତା ସେଠୀ, ଉପ  ସୁପରୀଟେଣ୍ଡେଣ୍ଟ  ଭାବେ ଦୁର୍ଗାପ୍ରସାଦ ଚୌଧୁରୀ, ପରୀକ୍ଷା ନିରୀକ୍ଷକ ଭାବେ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଚନ୍ଦନ କୁମାର ସ୍ବାଇଁ ଓ ଲକ୍ଷ୍ମୀପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଶୀତଲ ପ୍ରସାଦ ଦାସ କାର୍ଯ୍ୟ ତୁଲାଇ ଥିଲେ । ଅନୁସୂଚିତ ଜନଜାତି ଏଵଂ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୁମ୍ଭାରିପୁଟ ରେ ଦ୍ୱାଦଶ ବିଜ୍ଞାନ ବାର୍ଷିକ ପରୀକ୍ଷା ୧୪୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ପରୀକ୍ଷା ସୂପରିଟେଣ୍ଡେଣ୍ଟ ଭାବେ ସୁଶିଲ କୁମାର ପ୍ରଧାନ ବାଣିଜ୍ୟ ବିଭାଗ ଅଧ୍ୟାପକ , ଉପ ସୂପରିଟେଣ୍ଡେଣ୍ଟ  ଭାବେ ପ୍ରମଦ କୁମାର ଦାସ ପ୍ରାଣୀ ବିଜ୍ଞାନ ଅଧ୍ୟାପକ , ପରୀକ୍ଷା ନିରୀକ୍ଷକ ଭାବେ ତହସିଲଦାର ଶ୍ରୀମତୀ ସୋନାଲି ପାତ୍ର, ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ବାଗ ଓ ଲକ୍ଷ୍ମୀପୁର ମହାବିଦ୍ୟାଳୟ ରୁ ଅଧ୍ୟାପକ ନିୟୋଜିତ ହୋଇ ଥିଲେ। ଦୁଇଟି ପରୀକ୍ଷା କେନ୍ଦ୍ରରେ ଅନେକ ପରୀକ୍ଷକ ନିୟୋଜିତ ଥିଲେ। ଏହାସହ ଦୁଇଟି ପରୀକ୍ଷା କେନ୍ଦ୍ରରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ ପୋଲିସ ଥାନା ଆଇଆଇସି ପ୍ରସନ୍ନ କୁମାର ମିଶ୍ରଙ୍କ ସହଯୋଗରେ ପୋଲିସ ଉପସ୍ଥିତ ରହି ଶାନ୍ତି ଶୃଙ୍ଖଳାର ସହିତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

News Comment

You Might Also Like

BACK TO TOP