Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ଅବ୍ୟବସ୍ଥା ଭିତରେ ବୁଗୁଡ଼ା ଭୀମ ଭୋଇ ଭିର୍ଣ୍ଣକ୍ଷମ ସାମର୍ଥ ଶିବିର |

18-Feb-2025

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଅଭିଯାନ ଶିବିର, ଅବ୍ଯବସ୍ଥାକୁ ନେଇ ଭିନ୍ନକ୍ଷମଙ୍କ ଅସନ୍ତୋଷ,

ଓଡିଶା ଜନମତ, ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୧୮/୦୨/୨୫ : 
ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ ମିନି ଷ୍ଟାଡିୟମ ପରିସରରେ ବୁଗୁଡା ପଞ୍ଚାୟତ ସମିତି ତରଫରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ଯ ଶିବିର ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ବିଡ଼ିଓ ଦୂତିକୃଷ୍ଣ ପାତ୍ର, ତହସିଲଦାର ତାପସ ରାଉତ, କେ.ନୀଳମାଧବ ଆଚାରୀ, ବିଏସ୍ଏସ୍ଓ ଗୋପିତା ଦାସ, ନୃସିଂହ ଚରଣ ଦାଶ ପ୍ରମୁଖ ଯୋଗ ଦେଇ ଅଞ୍ଚଳର ଭିନ୍ନକ୍ଷମ ବ୍ଯକ୍ତିମାନେ କିଭଳି ସରକାରୀ ସୁବିଧା ହାସଲ କରିପାରିବେ ସେନେଇ ଆଲୋକପାତ କରିଥିଲେ। ଏ ଅବସରରେ ୩୯୫ ଜଣ ବ୍ଯକ୍ତି ନାମ ପଞ୍ଜୀକରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୪୩ ଜଣଙ୍କର ପରୀକ୍ଷା କରାଯିବା ସହ ୭୩ ଜଣଙ୍କୁ ସହାୟକ ଉପକରଣ ପ୍ରଦାନ ନିମନ୍ତେ ଚିହ୍ନଟ କରାଯାଇଥିଲା। ଆୟୋଜିତ ଶିବିର ସ୍ଥଳରେ ଭିନ୍ନକ୍ଷମଙ୍କ ପଞ୍ଜୀକରଣ ପାଇଁ ୧୬ଟି କେନ୍ଦ୍ର ଖୋଲାଯାଇ ବିଭିନ୍ନ ପ୍ରକାର ସହାୟତା ଯୋଗାଣ ପାଇଁ ଅନେକ ବ୍ଯବସ୍ଥା ହୋଇଥିଲେ ହେଁ ସ୍ଥାନର ସଙ୍କୀର୍ଣ୍ଣତା ସହ ଲୋକଙ୍କ ଭିଡ ଯୋଗୁଁ ଅସ୍ବଭାବିକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଅନ୍ଯପକ୍ଷରେ ମଧ୍ଯାହ୍ନରେ ଆସି ଅପରାହ୍ନରେ ଭୋଜନ କରିବାକୁ ଯାଇ ଡାକ୍ତର ଆଉ ଫେରିନଥିବା ବେଳେ ଅପେକ୍ଷାରତ ଭିନ୍ନକ୍ଷମମାନେ ନିରାଶ ହୋଇ ଅସନ୍ତୋଷ ପ୍ରକାଶ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଅଞ୍ଚଳର ଜନପ୍ରତିନିଧି ଏବଂ ବ୍ଲକ କର୍ମଚାରୀମାନେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP