Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ବନ୍ଧୁଙ୍ଗା ବ୍ଲକ ସ୍ତରୀୟ ପରିବେଶ ବିଜ୍ଞନ ପ୍ରଦର୍ଶନୀ ଉତ୍ସବ ଅନୁଷ୍ଠିତ!|

19-Feb-2025

ବ୍ଲକ ସ୍ତରୀୟ ଚିରସ୍ଥାୟୀ ଦୈନନ୍ଦିନ ଜୀବନ ଶୈଳୀକୁ ଭିତ୍ତି କରି (ଲାଇଫ ଷ୍ଟାଇଲ )ପରିବେଶ ବିଜ୍ଞାନ ପ୍ରଦର୍ଶନୀ ,

                   ଓଡିଶା ଜନମତ, ବ୍ୟୁରୋ,

ବନ୍ଧୁଗାଁ ତା ୧୯/୨/୨୫ ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଲାଇଫ ଷ୍ଟାଇଲ ପରିବେଶ ବିଜ୍ଞାନ ପ୍ରଦର୍ଶନୀ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି। ବ୍ଲକରେ ଥିବା ସମସ୍ତ ବିଦ୍ୟାଳୟରୁ ୫୦ ଜଣ ଛାତ୍ରଛାତ୍ରୀ ୩୩ ଟି ପ୍ରକଳ୍ପ କୁ ପ୍ରଦର୍ଶନ କରିଥିଲେ। ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ରଶ୍ମିତା ସେଠୀ ତତ୍ତ୍ଵାବଧାନରେ ଆୟୋଜିତ ପ୍ରଦର୍ଶନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଲକ୍ଷ୍ମୀ ମିଣିଆକା ଯୋଗଦେଇଥିବା ବେଳେ ସମ୍ବାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଈଶ୍ୱର ଚନ୍ଦ୍ର ମୁଦୁଲି, ସରପଞ୍ଚ ଲକ୍ଷ୍ମୀ କାଡ୍ରାକା, ସିଆରସିସି ସଞ୍ଜୟ କୁମାର ସିଂ ଯୋଗଦେଇଥିଲେ। ବିଚାରକ ମଣ୍ଡଳୀ ଭାବେ ଦୁର୍ଗା ପ୍ରସାଦ ଚୌଧୁରୀ, ଆଦିତ୍ୟ ସାହୁ ଓ ଟି ରୀନା କୁମାରୀ ଙ୍କ ଦ୍ଵାରା ୩ ଟି ପ୍ରକଳ୍ପ  ଜିଲ୍ଲା ସ୍ତରକୁ ଯିବା ପାଇଁ ମନୋନୀତ ହୋଇଥିଲେ। ବିଜ୍ଞାନ ପ୍ରଦର୍ଶନୀରେ ପ୍ରଥମ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରୀ ଚୂମୁକି ବେନିଆ , ଦ୍ୱିତୀୟ ଆଲମଣ୍ଡା ଉଚ୍ଚ ବିଦ୍ୟାଳୟ ଛାତ୍ରୀ ନେମିଲିପୁରୀ ୟେଗିଶା ଓ ତୃତୀୟ ସ୍ଥାନରେ ସରକାରୀ ଉଚ୍ଚ ବିଦ୍ୟାଳୟ କୁମ୍ଭାରିପୁଟ ର ଛାତ୍ର ରବୀନ୍ଦ୍ର ମହାନନ୍ଦିଆ ହୋଇଥିବା ବେଳେ ଏମାନଙ୍କୁ ମାନପତ୍ର ସହ ନଗଦ ଅର୍ଥ ଉପସ୍ଥିତ ଅତିଥି ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ କୁ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP