Breaking News

ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||     

କନ୍ଧମାଳ ର ପୂର୍ବତନ ସାଂସଦ, ମୃତ୍ୟୁଞ୍ଜୟ ନାୟକ ଙ୍କ ପରଲୋକ |

19-Feb-2025

କନ୍ଧମାଳର ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ପରଲୋକ: ସମଗ୍ର ଅଞ୍ଚଳରେ ଶୋକର ଛାୟା 
ଓଡିଶା ଜନମତ, କନ୍ଧମାଳ, ତା, ୨୦/୦୨,ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା  ଫୁଲବାଣୀ ର ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଗତ କିଛି ଦିନ ଧରି ଅସୁସ୍ଥ ହୋଇ ବ୍ରହ୍ମପୁର ଠାରେ ଚିକିତ୍ସିତ ହେଉଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ଦୁଇ ଦିନ ତଳେ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା।  ସ୍ବର୍ଗତ ନାୟକ କଂଗ୍ରେସ ଦଳର ବରିଷ୍ଠ ନେତା ଥିଲେ। ସେ ୧୯୮୦,୧୯୯୧ ଓ ୧୯୯୬ରେ କଂଗ୍ରେସ ଦଳ ଟିକଟରେ ଫୁଲବାଣୀ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ।ଏଥିସହ ସେ ଜାତୀୟ ଅନୁସୂଚିତ ଜାତି କମିଶନ ସଦସ୍ୟ ଭାବେ ଦାୟିତ୍ୱ ତୁଲାଇଥିଲେ। ୧୯୫୨ ମସିହା ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିବା ସ୍ୱର୍ଗତ ନାୟକ ମୂଳରୁ ଛାତ୍ର ରାଜନୀତି ସହିତ ସମ୍ପୃକ୍ତ ଥିଲେ। ବ୍ରହ୍ମପୁର ଖଲ୍ଲିକୋଟ କଲେଜରେ ଉଚ୍ଚଶିକ୍ଷା ହାସଲ କରିବା ପରେ ଜାନକୀ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ଦଳରେ ଯୋଗ ଦେଇଥିଲେ। କନ୍ଧମାଳ ଜିଲ୍ଲାର ଜଣେ ଟାଣୁଆ ନେତା ହିସାବରେ ତାଙ୍କର ଖ୍ୟାତି ରହିଥିଲା। ତାଙ୍କର ବିୟୋଗ ଜିଲ୍ଲା କଂଗ୍ରେସରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବୋଲି କହିଛନ୍ତି ଜିଲ୍ଲା କଂଗ୍ରେସ ସଭାପତି ଚନ୍ଦ୍ର ଶେଖର ପରିଡା। ମୃତ୍ୟୁଞ୍ଜୟଙ୍କ ପରଲୋକରେ କନ୍ଧମାଳ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।ବୁଧବାର ଦିନ ଫୁଲବାଣୀରେ ତାଙ୍କ ଅନ୍ତିମ ସଂସ୍କାର ଅନୁଷ୍ଠିତ ହୋଇଥିଲା ।

News Comment

You Might Also Like

BACK TO TOP