Breaking News

ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||     

କାଳ ବୈଶାଖୀ ର କରାଳ ରୂପ, ପ୍ରବଳ ବର୍ଷା ପବନ ରେ ଘରର ଛପର ଉଡ଼ିଗଲା |

20-Feb-2025

କାଳ ବୈଶାଖୀର କରାଳ ରୂପ : ପ୍ରବଳ ବର୍ଷା ଓ ପବନରେ ଘରର ଛପର ଉଡ଼ିଗଲା
ଓଡିଶା ଜନମତ, ବାଲିଗୁଡା, ତା, ୨୦/୦୨, ସଞ୍ଜୟ କୁମାର ପାଣିଗ୍ରାହୀ: 
କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ ଅନ୍ତର୍ଗତ ମଣିପୁର ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ହଠାତ ବର୍ଷା ଓ ପବନ ଯୋଗୁଁ  ଏକାଧିକ ଲୋକଙ୍କ ଘରର ଛପର ଉଡିବା ସହ ଆଜବେଷ୍ଟସ ଉଡି ଭାଙ୍ଗି ନଷ୍ଟ ହୋଇଛି। ସୂଚନା ଯେ ପ୍ରତିଦିନ ଭଳି ଲୋକମାନେ ରାତିରେ ଖାଇ ପିଇ ଶୋଇପଡ଼ିଥିଲେ। ହଠାତ ବିଳମ୍ବିତ ରାତିରେ କେହି କିଛି ବୁଝିବା ଆଗରୁ ପ୍ରବଳ ବେଗରେ ପବନ ବୋହିବା ସହ ବର୍ଷା ହୋଇଥିଲା। ଫଳରେ ଉକ୍ତ ଗ୍ରାମର ମାଙ୍ଗେରା ପ୍ରଧାନ , ରୁପେନ୍ଦ୍ର ପ୍ରଧାନ , ସୁକିରାମ ପ୍ରଧାନ , ପପୁ ପ୍ରଧାନ , ଦିବ୍ୟାଙ୍ଗ ବ୍ୟକ୍ତି ରାଧାନାଥ ପ୍ରଧାନଙ୍କ ଘରର ଛପର ଉଡିବା ସହ ବର୍ଷା କାରଣରୁ ଘରର ଅନେକ ଖାଦ୍ୟ ସାମଗ୍ରୀ ସହ ଅନ୍ୟାନ୍ୟ ସାମଗ୍ରୀ ନଷ୍ଟ ହୋଇଯାଇଛି। ସେମାନେ ଏବେ ବେସାହାରା ହୋଇ ରହିଛନ୍ତି । ଏଣୁ ଏଥିପ୍ରତି ବ୍ଲକ ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ସରକାରଙ୍କ ପକ୍ଷରୁ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି ।

News Comment

You Might Also Like

BACK TO TOP