Breaking News

ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||     

ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ର ବ୍ଲକ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ |

20-Feb-2025

ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ର ବ୍ଲକ ସ୍ତରୀୟ ଜନ ଶୁଣାଣୀ କାର୍ଯ୍ୟକ୍ରମ 
ଓଡିଶା ଜନମତ, ବାଲିଗୁଡା, ତା, ୨୦/୦୨,ସଞ୍ଜୟ କୁମାର ପାଣିଗ୍ରାହୀ: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ ଗୁରୁବାର ନୂତନ ବିଡ଼ିଓ ଶୁଭ୍ରାଞ୍ଜଳି ପ୍ରଧାନଙ୍କ ତତ୍ୱାବଧାନରେ ବାଲିଗୁଡା ପି,ଏ ଆଇ,ଟି,ଡ଼ି,ଏ ଗଦାଧର ପାତ୍ରଙ୍କ ଉପସ୍ଥିତରେ ୧୪ ଟି ପଞ୍ଚାୟତର ବିଭିନ୍ନ ବିଭାଗ ଅଧିକାରୀ, କର୍ମଚାରୀ, ଜନପ୍ରତିନିଧିଙ୍କୁ ନେଇ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ର ବ୍ଲକ ସ୍ତରୀୟ ଜନ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଆଗାମୀ ଦିନରେ ଗ୍ରାମାଞ୍ଚଳ ଲୋକେ କିପରି ଅଧିକରୁ ଅଧିକ ସାମିଲ ହୋଇ କାର୍ଯ୍ୟାଦେଶ ବାହାର କରି ଜଳସେଚନ ସୁବିଧା କରିବା ସହ ନିଜ ନିଜର ଆର୍ଥିକ ସ୍ଥିତିକୁ ସୁଧାରି ପାରିବା ସହ ଦାଦନ ଖଟିବାକୁ ଯେପରି ଯିବେନାହିଁ ତାହାରି ଉପରେ ସତେତନ କରିବା ଓ ସବୁ ପରିବାରକୁ ସାମିଲ କରିବାକୁ ପ୍ରୟାସ କରିବା ପାଇଁ ବିଡ଼ିଓ ଶୁଭ୍ରାଞ୍ଜଳି  ପ୍ରଧାନ ପ୍ରକାଶ କରିଛନ୍ତି l ଏଥିରେ କ. ନୂଆଗାଁ ବ୍ଲକର ସମସ୍ତ ପଞ୍ଚାୟତର କର୍ମକର୍ତ୍ତା ଉପସ୍ଥିତ ଥିଲେ l

News Comment

You Might Also Like

BACK TO TOP