Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ବୁଗୁଡ଼ା ରେ ଶ୍ରୀମା ଙ୍କ 148ତମ ଜୟନ୍ତୀ ପାଳିତ ||

21-Feb-2025

ଶ୍ରୀମା`ଙ୍କ ୧୪୮ତମ ଜୟନ୍ତୀ ପାଳିତ,

ଓଡିଶା ଜନମତ, ବୁଗୁଡା, ହର ପ୍ରସାଦ ପାଢ଼ୀ,ତା ୨୧/୦୨/୨୫ :  
ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପକ୍ଷରୁ ସ୍ବପରିସରରେ ଶ୍ରୀମା`ଙ୍କ ୧୪୮ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏ ଅବସରରେ ନାମଜପ ସହ ମାତୃ ପତାକା ଉତ୍ତୋଳନ ପୂର୍ବକ ଏକ ସଭାକାର୍ଯ୍ଯ ଅନୁଷ୍ଠିତ ହୋଇଥିଲା  । ଶିକ୍ଷାକେନ୍ଦ୍ରର ସଭାପତି ୟୁ.ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ପାଢୀ , ସମ୍ମାନିତ ଭାବେ ମାତୃପ୍ରେମୀ ଟି.ସୁଦର୍ଶନ ପାତ୍ର ଯୋଗ ଦେଇ ଦିବ୍ଯ ଜନନୀ ଶ୍ରୀମା`ଙ୍କ ଉତ୍ସର୍ଗୀକୃତ ଜୀବନୀ ସମ୍ପର୍କେ ଆଲୋକପାତ କରିବା ସହ ଶ୍ରୀମା`ଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ । ଏ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ଅଧ୍ଯକ୍ଷ ହରିହର ମହାରଣା ପରିଚାଳନା କରିଥିବା ବେଳେ ପରିଶେଷରେ ଶିକ୍ଷକ ପ୍ରଶାନ୍ତ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP