Breaking News

ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||     

ଖଲ୍ଲିକୋଟ ମର୍ଦ୍ଦରାଜ ପୁର ସେବାଶ୍ରାମ ପକ୍ଷରୁବାର୍ଷିକ ଉତ୍ସବ ଅନୁଷ୍ଠିତ |

22-Feb-2025

ଖଲ୍ଲିକୋଟ : ମର୍ଦ୍ଦରାଜ ପୁର ସେବାଶ୍ରମ ବିଦ୍ୟାଳୟ ପକ୍ଷରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ,

ଖଲ୍ଲିକୋଟ ବ୍ଲକ୍ କନକା କ୍ଲଷ୍ଟର ଅଧୀନସ୍ଥ ମର୍ଦ୍ଦରାଜ ପୁର ସ୍ଥିତ ସେବାଶ୍ରମ ବିଦ୍ୟାଳୟ ପରିସରରେ ଆନୁଷ୍ଠାନିକ ରୀତିରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସର୍ବପ୍ରଥମେ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଶାନ୍ତ କୁମାର ରାଉତ ପ୍ରାକ ସୂଚନା ପ୍ରଦାନ କରିଥିଲେ । ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ । ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଉତ୍ସବରେ ଆର୍. ବାହାଡ଼ା ପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସନ୍ତୋଷ କୁମାର ପଟ୍ଟନାୟକ   ମୁଖ୍ୟ ଅତିଥି ଅତିଥି , ଯୁବ ସାହିତ୍ୟିକ ତଥା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଡକ୍ଟର ଦ୍ବାରିକାନାଥ ମହାରଣା ମୁଖ୍ୟ ବକ୍ତା, ପରିଚାଳନା କମିଟି ସଭାପତି ଜଗବନ୍ଧୁ ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ବାର୍ଷିକ ଉତ୍ସବ ଛାତ୍ର ଛାତ୍ରୀଙ୍କ ପାଇଁ ସ୍ମରଣୀୟ ଦିବସ , ସୃଜନଶୀଳତାର ବିକାଶ, ନାଚଗୀତ, ଅଭିନୟ ପ୍ରତି ଶିକ୍ଷାର୍ଥୀଙ୍କ ସ୍ୱତନ୍ତ୍ର ଆଗ୍ରହ, ଅନୁଷ୍ଠାନ କିଭଳି ଭଲ ମଣିଷ ଗଠନର କାରଖାନା ସାବ୍ୟସ୍ତ ହୋଇଥାଏ, ସେ ସମ୍ପର୍କରେ ଅତିଥିମାନେ ସାରସ୍ୱତ ବକ୍ତବ୍ୟ ପ୍ରଦାନ କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାଉତ ବାର୍ଷିକ ବିବରଣୀ ପଠନ କରିଥିଲେ । ଛାତ୍ର ଛାତ୍ରୀଙ୍କ ମଧ୍ୟରେ ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ମାନପତ୍ର ସହିତ ସିଲ୍ ଦେଇ ସମ୍ମାନୀତ କରିଥିଲେ । ଅନୁଷ୍ଠାନର ସହକାରୀ ଶିକ୍ଷକ କୃଷ୍ଣ ପ୍ରସାଦ ନାୟକ ସମସ୍ତଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ଅନୁଷ୍ଠିତ ଉତ୍ସବରେ ବହୁ ଗ୍ରାମବାସୀ, ପରିଚାଳନା କମିଟି ସଦସ୍ୟ ସଦସ୍ୟା, ଉତ୍ସାହୀ ଯୁବ ଗୋଷ୍ଠୀ, ଶିକ୍ଷାବିତ୍, ବୁଦ୍ଧିଜୀବୀ ଯୋଗଦାନ କରି ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

News Comment

You Might Also Like

BACK TO TOP