Breaking News

ଓଡିଶା ରେ ପଯ୍ୟାପ୍ତ କାମ ମିଳୁ ନଥିବାରୁ ଦାଦନ ମୁହାଁ ଶ୍ରମିକ |   (13-Aug-2026)       ||      ତାରାତାରିଣୀମାହାବିଦ୍ୟଳୟ ରେ 48ତମ ପ୍ରତିଷ୍ଠା ଦିବସ ପାଳିତ ||   (13-Aug-2026)       ||      ସ୍ୱାଧୀନତା ଦିବସ ଅବସର ରେ ବିଏସ ଏଫ ପକ୍ଷରୁ "ବନ୍ଦେ ମାତରମ ` ବାଇକ ରାଲି |    (13-Aug-2026)       ||      ଗୋପବନ୍ଧୁ ସ୍ଵାସ୍ତ୍ୟ ବୀମା ପରିବର୍ତ୍ତନ କୁ ବିରୋଧ କରି ଦଣ୍ଡେଶ୍ୱର ସାମ୍ବାଦିକ ସଂଙ୍ଘ ର ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ||   (13-Aug-2026)       ||      ଛତ୍ରପୁର ପୌର ପରିଷଦ ର ଅଷ୍ଟମ ବାଟାଲିୟନ ପରିସର ରେ ଗୋଷ୍ଠୀ କେନ୍ଦ୍ର ଉଦଘାଟିତ |   (13-Aug-2026)       ||      ଛତ୍ରପୁର ଠାରେ ଲକ୍ଷପତି ଦିଦି କର୍ମଶାଳା ଉଦଯାପିତ |    (13-Aug-2026)       ||      ନରସିଂହପୁର ହାଟର ଅବସ୍ଥା ପ୍ରଶାସନ କୁ ବାରମ୍ବାର ଗୁହାରି ପରେ ମଧ୍ୟ ସୁଧୁରିବାର ନାଁ ଧରୁନି | |    (13-Aug-2026)       ||      ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |    (13-Aug-2026)       ||      ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ ବିଧନ ସଭା ସୀମା ନିର୍ଦ୍ଧାରଣ ପାଈଁ ପ୍ରସ୍ତାବ ଆଗତ କଲେ |    (13-Aug-2026)       ||      ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||     

ବୁଗୁଡ଼ାରେ ଡ୍ରେନେଜ ଅବରୋଧ ସମସ୍ୟା ସାଧାରଣ ବର୍ଷା ରେ ହେଉଛି ଅସୁବିଧା, ପ୍ରତିକାର ଦାବି |

23-Feb-2025

ବୁଗୁଡ଼ାରେ ଡ୍ରେନ୍ ଅବରୋଧ ସମସ୍ଯା, ସାମାନ୍ୟ ବର୍ଷାରେ ଛକରେ ଜମୁଛି ପାଣି , ପ୍ରତିକାର ଦାବି,

ଓଡିଶା ଜନମତ,  ବୁଗୁଡ଼ା, ହର ପ୍ରସାଦ ପାଢ଼ୀ, ତା ୨୨/୦୨/୨୫ :
ସ୍ଥାନୀୟ ମଦନ ମୋହନ ଛକ ସାମାନ୍ୟ ବର୍ଷାରେ ଜଳାର୍ଣ୍ଣବ ଯୋଗୁଁ ଯାତାୟାତରେ ଅସୁବିଧା ହେଉଥିବାରୁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି। ସହରର ସେହି ମୁଖ୍ୟ ଛକରେ ଜମୁଥିବା ପାଣି ଡ୍ରେନ ଅବରୋଧ ଯୋଗୁଁ ନିଷ୍କାସନ ହୋଇନପାରି ରାସ୍ତାରେ ଭାସୁଛି । ଅନ୍ୟପକ୍ଷରେ ବ୍ଯବସାୟୀମାନେ ନିଜର ସୁବିଧା ପାଇଁ ରାସ୍ତାକଡରେ ମାଟି ପକାଇ ଉଚ୍ଚା କରିଥିବାରୁ ରାସ୍ତାର ପାଣି ନିଷ୍କାସନ ହୋଇନପାରି ଛକରେ ଜମି ରହୁଥିବା ଫଳରେ ପଥଚାରୀଙ୍କ ପାଇଁ ସେହି ରାସ୍ତା ଉପଯୋଗୀ ହୋଇପାରୁନାହିଁ।ଏଥି ସହ ଜମୁଥିବା ପାଣି ଯୋଗୁଁ ସେହି ଛକରେ ଅନେକ ସମୟରେ ଟ୍ରାଫିକ ସମସ୍ଯା ମଧ୍ୟ ସୃଷ୍ଟି ହେଉଛି। ତେବେ ଏଥିପ୍ରତି ଏନ୍ଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ବିହିତ ପଦକ୍ଷେପ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହେଉଛି।

News Comment

You Might Also Like

BACK TO TOP