Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ମହା ଶିବରାତ୍ରି ପାଇଁ ସଜେଇ ହେଉଛି ଶୈବ ପୀଠ |

23-Feb-2025

ମହାଶିବରାତ୍ରୀ ପାଇଁ ସଜେଇ ହେଉଛି  ଶୈବପୀଠ,

ଓଡିଶା ଜନମତ, ବୁଗୁଡ଼ା, ହରପ୍ରସାଦ ପାଢ଼ୀ, ତା୨୨/୦୨/ :  ମହାଶିବରାତ୍ରୀ ପାଇଁ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ସଜେଇ ହେଉଥିବା ଦେଖିବାକୁ ମିଳିଛି । ଚଳିତ ବର୍ଷ ଜାଗର ଯାତ୍ରାକୁ ସୁରୁଖୁରୁରେ ପରିଚାଳନା କରିବା ପାଇଁ ମନ୍ଦିର ପରିଚାଳନା କମିଟି ଗୁଡିକ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ସହ କାର୍ଯ୍ୟସୂଚୀମାନ ମଧ୍ୟ ପ୍ରକାଶ ପାଇଛି । ଫଳରେ କେତେକ ଶୈବ ପୀଠରେ ନାମଯଜ୍ଞ ଓ ଅନ୍ନଯଜ୍ଞ ହେବାର ଜଣାଯାଇଛି । ଏ ବର୍ଷ ଶୈବପୀଠ ଗୁଡିକରେ ପ୍ରବଳ ଭିଡ ହେବାର ସମ୍ଭାବନା ରହିଥିବାରୁ ଶ୍ରଦ୍ଧାଳୁ କିପରି ଶାନ୍ତି ଶୃଙ୍ଖଳାର ସହ ମହାଦେବଙ୍କ ଦର୍ଶନ କରିବେ ଏବଂ ଯଥା ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା ସହ ଠିକ୍ ସମୟରେ ଯେପରି ମହାଦୀପ ଉଠିବ ସେନେଇ ଯୋଜନା ପ୍ରସ୍ତୁତ ହୋଇଛି । ଏଥିସହ ମନ୍ଦିର ଗୁଡିକର ସୌନ୍ଦର୍ଯ୍ୟକରଣ ପାଇଁ ରଙ୍ଗମରା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ଶ୍ରଦ୍ଧାଳୁମାନେ ଜାଗର ପର୍ବ ପାଳନ ପାଇଁ ଉତ୍କଣ୍ଠାର ସହ ଅପେକ୍ଷା କରିଥିବା ଜଣାଯାଇଛି  ।

News Comment

You Might Also Like

BACK TO TOP