Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ବୁଗୁଡ଼ାରେ ପଞ୍ଚ ଠାକୁରାଣୀ ଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ |

26-Feb-2025

ବୁଗୁଡ଼ାରେ ପଞ୍ଚଠାକୁରାଣୀ ଯାତ୍ରା ଉପଲକ୍ଷେ ଶୁଭଖୁଣ୍ଟି ସ୍ଥାପନ, 

ଓଡିଶା ଜନ ମତ, ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୨୬/୦୨/୨୫ :

ଏ ବର୍ଷ ଆଗାମୀ ଏପ୍ରିଲ ୨୫ରୁ ମେ ୧୧ ତାରିଖ ପର୍ଯ୍ୟନ୍ତ ହେବାକୁ ଯାଉଥିବା ସପ୍ତଦଶ ଦିବସୀୟ ପଞ୍ଚଠାକୁରାଣୀ ଯାତ୍ରା ଉପଲକ୍ଷେ ବୁଗୁଡା ବଡଦାଣ୍ଡରେ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ଯକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପବିତ୍ର ମହାଶିବରାତ୍ରୀ ଅବସରରେ ସ୍ଥାନୀୟ ବିରଞ୍ଚି ନାରାୟଣ ଏବଂ ବଳଦେବ ସ୍ବାମୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା ସହ ଶୁଭଖୁଣ୍ଟିକୁ  ବାଦ୍ୟ ବାଜଣାରେ ନଗର ପରିକ୍ରମା ପରେ ବଡଦାଣ୍ଡରେ ପଞ୍ଚଠାକୁରାଣୀଙ୍କ ପ୍ରସ୍ଥାବିତ ଅସ୍ଥାୟୀ ମଣ୍ଡପ ନିକଟରେ ଯଥାବିଧି ପୂଜାପାଠ ପୂର୍ବକ ସ୍ଥାପନ କରାଯାଇଥିଲା।  ଏହି ଶୁଭଖୁଣ୍ଟି ସ୍ଥାପନ କାଳରେ ପୁରୋହିତ ନାରାୟଣ ଦାଶ ଓ ବିଭୁତି ଭୂଷଣ ତ୍ରିପାଠୀଙ୍କ ଦ୍ଵାରା ଯଥା ରୀତିନୀତି ପ୍ରକାରେ ପୂଜନ କାର୍ଯ୍ୟ ସମ୍ପାଦିତ ହୋଇଥିଲା ବେଳେ ପଞ୍ଚଠାକୁରାଣୀ ଯାତ୍ରା କମିଟି ସଭାପତି ତଥା ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କର୍ତ୍ତା ଦାୟିତ୍ବ ନିର୍ବାହ କରିଥିଲେ। 
ଉକ୍ତ କାର୍ଯ୍ୟକ୍ରମରେ ପଞ୍ଚଠାକୁରାଣୀ ଯାତ୍ରା କମିଟିର କର୍ମକର୍ତ୍ତାଗଣ , ଉପଦେଷ୍ଟା ମଣ୍ଡଳୀ ଏବଂ ଗ୍ରାମବାସୀବୃନ୍ଦ ଉପସ୍ଥିତ ରହିଥିଲେ।

News Comment

You Might Also Like

BACK TO TOP