Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ବାଲିଗୁଡା ଠାରେ ଶିବରାତ୍ର ପାଇଁ ସବୁ ଶୈବ ପୀଠ ଚଳ ଚଞ୍ଚଳ |

26-Feb-2025

ମହାଶିବରାତ୍ରୀ ପାଇଁ ଶୈବପୀଠ ଚଳଚଞ୍ଚଳ: ଶତାଧିକ ଭକ୍ତଙ୍କ ସମାଗମ : ବିଦେଶୀ ଭକ୍ତମାନେ ଆରାଧନା କଲେ ,

ଓଡିଶା ଜନମତ,ବାଲିଗୁଡା, : ସଞ୍ଜୟ କୁମାର ପାଣିଗ୍ରାହୀ,ତା, ୨୬/୦୨:

  ପବିତ୍ର ମହାଶିବରାତ୍ରୀ ଓ  ‘ଜାଗର’ ଉତ୍ସବ ଅବସରରେ  ଗାଁଠୁ ସହରର ସମସ୍ତ ଶୈବ ପୀଠ ଚଳଚଞ୍ଚଳ ହୋଇ ଉଠିଛି। ବାଲିଗୁଡା ତଥା ଏହାର ଆଖପାଖ ପ୍ରମୁଖ ଶିବମନ୍ଦିର ସମେତ ଅନ୍ୟନ୍ୟା ମନ୍ଦିରରେ ମଧ୍ୟ ବଢ଼ି ଭୋରୁ ଛୋଟ ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ତଥା ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିବା ସହିତ ମହାଦେବଙ୍କୁ ଦର୍ଶନ କରିଛନ୍ତି। ଅଞ୍ଚଳର ବିରୁପାକ୍ଷ ମନ୍ଦିର, ରାମେଶ୍ୱର ମନ୍ଦିର, ଦଣ୍ଡପଦରର ଧବଳେଶ୍ୱର ମନ୍ଦିର, ଜଳେଶପଟ୍ଟାର ଜଳେଶ୍ୱର ମନ୍ଦିର ରେ ସମସ୍ତ ପ୍ରକାର ନୀତିକାନ୍ତି ସହ ଦିନ ତମାମ ପୂଜା କାର୍ଯ୍ୟକ୍ରମ ଚାଲୁ ରହିଥିଲା l କେବଳ ସେତିକି ନୁହେଁ କନ୍ଧମାଳ ଜିଲ୍ଲାକୁ ଆସୁଥିବା ବିଦେଶୀ ଭକ୍ତମାନେ ଶ୍ରଦ୍ଧାର ସହ ଶିବଆରାଧନା ଓ ବାବା ଭୋଲେନାଥଙ୍କ ପୂଜା ଆରାଧନା ମଧ୍ୟ କରିଥିବା ଦେଖିବାକୁ ମିଳିଥିଲା l ଆସ୍ଥା ଓ ବିଶ୍ବାସ ର ଶିବରାତ୍ରୀରେ ଉପବାସ କରି ମାନସିକ ରଖିବା ସହ ଉଜାଗର ରହି ଦୀପ ଜାଳିଲେ ରୋଗ ବୈରାଗରୁ ମୁକ୍ତି ମିଳିବ ଏବଂ ଯାହା ମାନସିକ କରିଥିବ ତାହା ନିଶ୍ଚିତ ପୂରଣ ହେବ ବୋଲି ବର୍ଣ୍ଣିତ ରହିଛି l ରାତ୍ରିରେ ମହାଦୀପ ପ୍ରଜ୍ବଳନ ଏବଂ ମାନସିକ ଓ ଉପବାସ ବ୍ରତ ରଖି ଥିବା ଶ୍ରଦ୍ଧାଳୁମାନେ ଜାଗର ଦୀପ ଜାଳିବା ପାଇଁ ପୂଜା କମିଟି ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା । ସନ୍ଧ୍ୟାରେ ବିଭିନ୍ନ ମନ୍ଦିରରେ ଭଜନ କୀର୍ତ୍ତନ ସହ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ତେବେ ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ପରିଚାଳନା କମିଟି ଓ ପୋଲିସ ବିଭାଗ  ପକ୍ଷରୁ ମଧ୍ୟ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।

News Comment

You Might Also Like

BACK TO TOP