Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

କନ୍ଦି ବାନ୍ଦା ବେଡିଶଙ୍ଖ ନିକଟରେ ମର୍ମଡ଼ନ୍ତୁ ସଡକ ଦୁର୍ଘଟଣା , ଅଜଣା ଗାଡି ଧକ୍କାରେ ଦାଦା ମୃତ, ପୁତୁରା ଆହାତ |

27-Feb-2025

ଅଜଣା ଗାଡି ଧକ୍କାରେ ଦାଦା ମୃତ: ପୁତୁରା ଗୁରୁତର,

ଓଡିଶା ଜନମତ, ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ,:ତା, ୨୬/୦୨:

 କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅନ୍ତର୍ଗତ ବ୍ରହ୍ମପୁର ଠାରୁ ରାୟପୁର ୫୯ ନଂ ଜାତୀୟ ରାଜପଥ କନ୍ଦିବାନ୍ଦା ବେତିଶଙ୍ଖ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ଦାଦା ମୃତ୍ୟୁ ବରଣ କରିଥିବା ବେଳେ ପୁତୁରା ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି l ଘଟଣାରୁ ପ୍ରକାଶ ଯେ,  ଦାଦା ପୁତୁରା ଦୁହେଁ ମିଶି ଓଡି -୧୨- ଏ -୮୩୬୭ ନଂ ବାଇକ ଯୋଗେ ଶଶୁର ଘରୁ ନିଜ ଗାଁକୁ ସନ୍ଧ୍ୟାରେ ଫେରୁଥିବା ବେଳେ ଅଜଣା ଗାଡ଼ି ଧକ୍କାରେ ଦାଦା ମୃତ ପୁତୁରା ଆହତ ହୋଇଥ‌ିବା ଜଣାପଡ଼ିଛି। ମୃତକ କ.ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଆଡ଼ିମାହା ପଞ୍ଚାୟତ ଶାଙ୍କୁଶବାଲି ଗାଁର ଜୀବନ ବନ୍ଧୁ ଦିଗାଲ (୨୪) ହୋଇଥିବା ବେଳେ ଆହତ ଯୁବକ ଜଣକ ପିଣ୍ଟୁ ଦିଗାଲ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ସମ୍ପର୍କରେ ପୋଲିସ ଖବରପାଇ ଘଟଣା ସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି କ.ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ।କିନ୍ତୁ ସେଠାରେ ଜୀବନ ବନ୍ଧୁ ଦିଗାଲଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ସେପଟେ ଆହତ ପୁତୁରା ପିଣ୍ଟୁ ଦିଗାଲ ଚିକିତ୍ସିତ ଅବସ୍ଥାରେ ଥ‌ିବା ବେଳେ ଶବକୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଥାନା କେସ ନଂ ୪୦/୨୫ ରେ ଏକ ମାମଲା ଋଜୁକରି ଏସଆଇ ଅଶୋକ କୁମାର ତ୍ରିପାଠୀ ଅଧୂକ ତଦନ୍ତ କରୁଥିବା ବିଷୟ ଥାନା ଅଧିକାରୀ ଅଶୋକ କୁମାର ହଂସଦା ପ୍ରକାଶ  କରିଛନ୍ତି।

News Comment

You Might Also Like

BACK TO TOP