Breaking News

ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||     

ପୁରୁଷୋତ୍ତମପୁର ବ୍ଲକ ବୈଠକ ହଲରେ ବିକଶିତ ଗାଁ, ବିକଶିତ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ |

28-Feb-2025

ପୁରୁଷୋତ୍ତମପୁର ବ୍ଲକ କକ୍ଷରେ ବିକଶିତ ଗାଁ, ବିକଶିତ ଓଡିଶାସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ,

             ଓଡିଶା ଜନମତ ବ୍ୟୁରୋ, 

ପୁରୁଷୋତ୍ତମପୁର,ତା-୨୮।୨: ଗଞ୍ଜାମ ଜିଲା ପୁରୁଷୋତ୍ତମ ପୁର ବ୍ଳକ ସମ୍ମିଳନୀ କକ୍ଷରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟ କ୍ରମକୁ ନେଇ ସ୍ବତନ୍ତ୍ର ବୈଠକ ବସିଛି। ଏହି ବୈଠକ  ବ୍ଲକ ଅଧକ୍ଷା ପିଙ୍କି ବେହେରା ଓ ବିଡିିଓ ଶରତ କୁମାର ପାତ୍ରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେମୁଖ୍ୟ ଅତିଥିଭାବେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ସହିତ କବିସୂର୍ଯ୍ୟ ନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଇଥିବା ବେଳେ ବ୍ଲକ ନିର୍ବାହୀ ଯନ୍ତ୍ରୀ  ସରୋଜ କୁମାର ସାବତ  ମଞ୍ଚା ସିନଥିଲେ | ଏହି କାର୍ଯ୍ୟ କ୍ରମ ରେ ୨୬ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ, ସଭ୍ୟାମାନେ ଉପସ୍ଥିତଥିଲେ । ପଞ୍ଚାୟତ ମାନଙ୍କରେ        ଉନ୍ନୟନ ମୂଳକ କାର୍ଯ୍ୟ ଲାଗି  ରାଜ୍ୟ ସରକାର ଙ୍କ ଏହି ବିକଶିତ ଗାଁ ଓ ବିକଶିତ ଓଡିଶା କାର୍ଯ୍ୟକ୍ରମ ରେଗାଁର ଲୋକମାନେ ମଧ୍ୟ କେବେ ଅନୁଭବ କରିବେ ନାହିଁକି ସେମାନେ ମଫସଲ ରେ ଅଛନ୍ତି ବୋଲି  | ଏହି ଯୋଜନାରେ ୨୦୨୪-୨୦୨୫ ଆର୍ଥିକ ବର୍ଷରେ ସର୍ବମୋଟ ୩ କୋଟି ୪୭ ଲକ୍ଷରୁ ଉର୍ଦ୍ଧ ଟଙ୍କା   ବ୍ଲକ ପାଇଁଆସିଛି। ଏହି ଟଙ୍କାରେ ଗ୍ରାମାଞ୍ଚଳର ବିକାଶ କରାଯିବ।  ବିଭିନ୍ନ ପଞ୍ଚାୟତ ର ସରପଞ୍ଚ ଓ ସମିତି ସଭ୍ୟମାନେ ନିଜ ପଞ୍ଚାୟତ ରେ ଉନ୍ନତିମୂଳକ କାର୍ଯ୍ୟ ଠିକ ଭାବେ ହେଉନଥିବା ନେଇ ଅଭିଯୋଗ କରିଥିଲେ । ଆଛୁଲି ପଞ୍ଚାୟତରେ ମଧ୍ୟ ଦୀର୍ଘ ମାସ ଧରି କେଣସି ପ୍ରକାରର ଉନ୍ନୟନମୂଳକ କାର୍ଯ୍ୟ ହେଉନଥିବା ନେଇ ସମିତିସଭ୍ୟା  ବିନୋଦିନୀ ପଣ୍ଡା ଅଭିଯୋଗ କରି ଜନବସତିରେ ସିସିରୋଡ କରିବା ପରିବର୍ତ୍ତେ ଅନାବଶ୍ୟକ ସ୍ଥାନରେ ସିସିରୋଡ କରାଯାଇଛି ବୋଲି ବିଡ଼ିଓ ଓ ବିଧାୟକଙ୍କ ଦୃଷ୍ଟି  ଆକର୍ଷଣ କରିଥିଲେ।  ତେବେ ବହୁ ପଞ୍ଚାୟତର  ସରପଞ୍ଚ ଓ ସମିତିସଭ୍ୟମାନେ ନିଜ ଅଞ୍ଚଳରେ ଉନ୍ନୟନମୂଳକ କାମ ଠିକ୍‌ ସମୟରେ ହେଉନଥିବା ନେଇ ଅସନ୍ତୋଷ ପ୍ରକାଶ କରିବା ସହ  ବିଧାୟକ  ଏନେଇ ପଦକ୍ଷେପ ନେବା ନିମନ୍ତେ ଦାବି କରିଥିଲେ । ଆଗାମୀ ଦିନରେ କିଭଳି ସମସ୍ତ ପଞ୍ଚାୟତରେ ଉନ୍ନୟନ ମୂଳକ କାର୍ଯ୍ୟହେବ ସେ ନେଇ ପଦକ୍ଷେପ ନେବା ନିମନ୍ତେ ସରକାରୀ ଅଧିକାରୀମାନଙ୍କୁ ଉଭୟ ବିଧାୟକ ପରାମର୍ଶ  ଦେଇଥିଲେ। ଶେଷରେ ସରକାର ଙ୍କ  ଏହି କାର୍ଯ୍ୟକ୍ରମ ସମ୍ପୂର୍ଣଭାବେ  ସଫଳହୋଇ ପାରିବ ନାହିଁ ବୋଲି ସନ୍ଦେହ ପ୍ରକାଶ କରି ଶିକୁଳା ସମିତି ସଭ୍ୟ  କୁମୁଦ ବେହେରା କହିଥିଲେ  |ଏହି କାର୍ଯ୍ୟକ୍ରମରେଅତିରିକ୍ ବିଡ଼ିଓ ନିରାକା ଜେନ, ଯନ୍ତ୍ରୀ ନାଗ ଭୂଷଣ ଯାଦବ ଙ୍କ ସହିତ ଜ଼ିପିଓ ,ମୀନକେତନ ବେହେରା, ମୀନ କେତନ ପାଢ଼ୀ, ଓ ବ୍ଲକର ସମସ୍ତ  ଷ୍ଟାଫ, ଏବଂ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ |

News Comment

You Might Also Like

BACK TO TOP