Breaking News

ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||     

ଗଞ୍ଜାମ ପ୍ରେସ କ୍ଲବପକ୍ଷରୁ ରାଜ୍ୟ ଓଡିଶା ସାମ୍ବାଦିକ ସଙ୍ଘ ର ମହିଳା ଆବାହିକା ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା |

01-Mar-2025

ଗଞ୍ଜାମ ପ୍ରେସକ୍ଳବ ପକ୍ଷରୁ    ଓ଼ ଜେ ୟୁ ରାଜ୍ୟ ମହିଳା ଆବାହିକା ସୁଶ୍ରୀ ବିଜୟଲକ୍ଷ୍ମୀ ଙ୍କୁ ସମ୍ବର୍ଦ୍ଧନା
ଓଡିଶା ଜନମତ, ଗଞ୍ଜାମ,  ବଟ କୃଷ୍ଣ ରାଉଳ, ତା 2/03/25:
ଗଞ୍ଜାମ ପ୍ରେସକ୍ଳବର ଉପସଭାପତି ସୁଶ୍ରୀ ବିଜୟଲକ୍ଷ୍ମୀ ମହାଙ୍କୁଡ଼ ପୁନର୍ବାର ଓଡିଶା ସମ୍ବାଦିକ ସଙ୍ଘର ରାଜ୍ୟ ମହିଳା ଆବାହିକା ଭାବେ ଚୟନ ହୋଇଛନ୍ତି l ଗତ ତିନିବର୍ଷ ତଳେ ସେ ଏହି ପଦବୀରେ ରାଜ୍ୟ ସଭାପତି ଶଶି ଭୂଷଣ ପ୍ରହରାଜ ଚୟନ କରିଥିଲେ l ପୁଣି ଭୁବନେଶ୍ୱର ଜୟଦେବ
ଭବନ ରେ ଉକ୍ତ ପଦବୀ ପାଇଁ ତାଙ୍କ ନାମ ଘୋଷଣା କରାଯାଇଛି l ଯାହାକୁନେଇ ସେ ରାଜ୍ୟ ଓ଼ ଜେ ୟୁ ସମସ୍ତ ପଦାଧିକାରୀ ମାନଙ୍କୁ କୃତଜ୍ଞତା ଜଣାଇଛନ୍ତି l ଏନେଇ ଓଜେୟୁ ଜିଲ୍ଲା ସଭାପତି ରବିନ୍ଦ୍ର କୁମାର ପଟନାୟକ ଜିଲ୍ଲା କର୍ମକର୍ତ୍ତା ଶୁଭେଚ୍ଛା ଜଣାଇଛନ୍ତି l 
ଏନେଇ ଗଞ୍ଜାମ ସହରଠାରେ ଏକ ସମ୍ବର୍ଦ୍ଧନା ସଭା ରେ ଗଞ୍ଜାମ ପ୍ରେସ କ୍ଳବ ସଭାପତି ଶବର କୁମାର ତରାଇଙ୍କ ଅଧ୍ୟକ୍ଷରେ ସୁଶ୍ରୀ ବିଜୟଲକ୍ଷ୍ମୀ ଙ୍କୁ ଗଞ୍ଜାମ ପ୍ରେସକ୍ଲବ ପକ୍ଷରୁ ପୁଷ୍ପଗୁଚ୍ଛ  ଓ଼ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବ ର୍ଦ୍ଧନା ଜ୍ଞାପନ କରାଯାଇଥିଲା l ଗଞ୍ଜାମ ପ୍ରେସକ୍ଳବ ଉପଦେଷ୍ଟା ତଥା ଓ଼ ଜେ ୟୁ ଜିଲ୍ଲା କାର୍ଯ୍ୟକାରୀ ସଭାପତି ଉମାକାନ୍ତ ବେହେରା, ପ୍ରେସକ୍ଳବ ସମ୍ପାଦକ ବିଦ୍ୟାଧର ସାହୁ, କୋଷାଧ୍ୟକ୍ଷ ପ୍ରଦୀପ କୁମାର ପଣ୍ଡା, ବଟକୃଷ୍ଣ ରାଉଳ, ରାକେଶ ରଞ୍ଜନ ଦାସ, କେ. ରାଜନୀକାନ୍ତ ରେଡି, ମିଥୁନ କୁମାର ବାରିକ ପ୍ରମୁଖ ଉପସ୍ଥିତ ରହିଥିଲେ l

News Comment

You Might Also Like

BACK TO TOP