Breaking News

ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||     

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ବିଜ୍ଞାନ ଦିବସ ପାଳିତ |

01-Mar-2025

ସରସ୍ବତୀ ଶିଶୁ ମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳନ,,

          ଓଡିଶା  ଜନମତ  ବ୍ୟୁରୋ,

ପୁରୁଷୋତ୍ତମପୁର ସହର ସ୍ଥିତ ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି |ବିଦ୍ୟାଳୟ ର ପ୍ରଧାନଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆଙ୍କ ତତ୍ତ୍ବ|ବଧାନ ରେ ଶ୍ରୀମତୀ ତ୍ରିପୁରା କୁମାରୀ ପାତ୍ର ପରିଚାଳନା କରିଥିଲେ | ଶ୍ରୀମତୀ ପ୍ରମୋଦିନୀ ସାହୁ ପ୍ରଦୀପ ପ୍ରଜ୍ଜଳନ କରିଥିଲେ |ଏହିଉତ୍ସବରେପ୍ରଧାନଆଚାର୍ଯ୍ୟ ମହୋଦୟ ଓ ଶ୍ରୀମତୀ ନିବେଦିତା ପଣ୍ଡା ଆଜିର ଦିବସ ର ମହତ୍ବ ତଥା ବିଜ୍ଞାନ ର ଉପକାରିତା ବିଷୟରେ ଶିଶୁ ଭାଇ, ଭଉଣୀଙ୍କୁ ଅତି ସୁନ୍ଦର ଭାବରେ ବର୍ଣ୍ଣନା କରିଥିଲେ ଏବଂ ଆଜି ବୀର ସୁରେନ୍ଦ୍ର ସାଏଙ୍କ ତିରୋଧାନ ଦିବସ ଅବସରରେ ଶ୍ରୀମତୀ ସୁନା ରାଣୀ ପାଳ ସୁରେନ୍ଦ୍ର ସାଏଙ୍କ ସଂଗ୍ରମୀ ଜୀବନ ବିଷୟରେ ଶିଶୁ ଭାଇ ଭଉଣୀଙ୍କୁ କିଛି କଥା ସୁନ୍ଦର ଭାବରେ ବର୍ଣ୍ଣନା କରିଥିଲେ |କିଛି ଶିଶୁ ଭାଇ ଭଉଣୀ ମଧ୍ଯ ସଂକ୍ଷେପରେ ବିଜ୍ଞାନ ର ଆବଶ୍ୟକତା ବିଷୟରେ ଭାଷଣ ଦେଇଥିଲେ | ବିଦ୍ୟାଳୟ ର ସମ୍ପାଦକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ବେହେରା ଯୋଗ ଦେଇ ଶିଶୁଙ୍କୁ ଏହି ଉତ୍ସବ ଅବସରରେ କିଛି ଗୁରୁତ୍ବ ପୂର୍ଣ କଥା କହି ଚନ୍ଦ୍ର ଶେଖର ଭେଙ୍କଟ ରମଣ କିପରି ଜଣେ ମହାନ ବୈଜ୍ଞାନିକ ହୋଇ କ୍ଷାତି ଅର୍ଜନ କରିଛନ୍ତିତା ଉପରେ ବୁଝାଇ ଥିଲେ | ସେହିଭଳି ଶିଶୁ ଭାଇ ଭଉଣୀ କିପରି ଜଣେ ଜଣେ ସଫଳ ବୈଜ୍ଞାନିକ ହୋଇପାରିବେ ତାହା ବର୍ଣ୍ଣନା କରିଥିଲେ | ଏହି ଉତ୍ସବ ରେ ବିଜ୍ଞାନ ପ୍ରତିଯୋଗିତାରେ କୃତୀ ଛାତ୍ର ଛାତ୍ରୀଙ୍କୁ ସମ୍ପାଦକ ମହୋଦୟ ଓ ପ୍ରଧାନ ଆଚାର୍ଯ୍ୟଙ୍କ ଦ୍ବାରା ପୁରସ୍କାର ପ୍ରଦାନ କରାଯାଇ ଥିଲା |  ଏହି କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟା ରେ ଶିଶୁ ଯୋଗ ଦେଇଥିଲେ | ସମସ୍ତ ଗୁରୁଜୀ ଗୁରୁମା ସେବକ ସେବିକା ବାହାନ ଚାଳକ ଭାଇ ମାନେ ସମ୍ପୂର୍ଣ ସହଯୋଗ କରିଥିଲେ | ପରିଶେଷରେ ପ୍ରଣତି ଗୁରୁମା ଧନ୍ୟବାଦ ଅର୍ପଣ କରିଥିଲେ |

News Comment

You Might Also Like

BACK TO TOP