Breaking News

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||     

ବ୍ଲାକ ବେଲ୍ଟ ହାସଲ କରି ଚର୍ଚାରେ ଛାତ୍ରୀ ସାଇ ଶ୍ରୀ|

01-Mar-2025

ବ୍ଲାକ୍ ବେଲ୍ଟ୍ ହାସଲ କରି ଚର୍ଚ୍ଚାରେ ଛାତ୍ରୀ ସାଇଶ୍ରୀ,

ଓଡିଶା ଜନମତ, ବୁଗୁଡା, ହର ପ୍ରସାଦ ପାଢ଼ୀ,ତା ୨୮/୦୨/୨୫ : 
ସ୍ଥାନୀୟ ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲର ଚତୁର୍ଥ ଶ୍ରେଣୀର ଛାତ୍ରୀ ସାଇଶ୍ରୀ  ସ୍ବାଇଁ ଟାଏକୋଣ୍ଡୋରେ ବ୍ଲାକ ବେଲ୍ଟ ହାସଲ କରି ଅଞ୍ଚଳରେ ଚର୍ଚ୍ଚିତ ହେବା ସହ ବିଭିନ୍ନ ମହଲରେ ପ୍ରଶଂସିତ ହୋଇଥିବା ଜଣାଯାଇଛି । ସେ ପାରଳାଖେମୁଣ୍ଡିରେ ଅନୁଷ୍ଠିତ ବ୍ଲାକ୍ ବେଲ୍ଟ୍ ହାସଲ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଏହି କୃତିତ୍ବର ଅଧିକାରିଣୀ ହୋଇଥିଲେ । ଏଥି ସହ ବ୍ରହ୍ମପୁରଠାରେ ଆୟୋଜିତ ଓପନ୍ ଷ୍ଟେଟ୍ ଟାଏକୋଣ୍ଡୋ ଚମ୍ପିଆନସିପ୍ ସିଜନ-ଫାଇଭରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ହାସଲ ପୂର୍ବକ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ପାଲଟିଛନ୍ତି । ତାଙ୍କର ଏହି କୃତିତ୍ବ ପାଇଁ ଏଠାକାର ବୁଦ୍ଧଖୋଲ ମହୋତ୍ସବ-୨୦୨୫ରେ ତାଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଦ୍ବାରା ଭବ୍ଯ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ପ୍ରକାଶ ଯୋଗ୍ୟ ଯେ, କୋଚ୍ ନିରଞ୍ଜନ ଗୌଡଙ୍କ ଦ୍ବାରା ତାଲିମ ପାଇ ସାଇଶ୍ରୀ ଏହି ବ୍ଲାକବେଲ୍ଟ ହାସଲ କରିବାରେ ବୁଗୁଡା ଅଞ୍ଚଳର ପ୍ରଥମ ବାଳିକା ଭାବେ ବିବେଚିତ ହୋଇଥିବା ଜଣାଯାଇଛି।

News Comment

You Might Also Like

BACK TO TOP