Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଖଲ୍ଲିକୋଟ ରେ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ସମ୍ପର୍କିତ ବୁଦ୍ଧିଜୀବୀ ସମାବେଶ |

02-Mar-2025

ଗୋଟିଏ ଦେଶ ଗୋଟିଏ ନିର୍ବାଚନ ସମ୍ପର୍କିତ ବୁଦ୍ଧିଜୀବୀ ସମାବେଶ ,

ଓଡିଶା ଜନମତ,ଖଲ୍ଲିକୋଟ, ମାଧବ ବେହେରା, 2/3/25:

ଖଲ୍ଲିକୋଟ ସ୍ଥିତ ମର୍ଦରାଜ କଲ୍ୟାଣ ମଣ୍ଡପ ପରିସର ରେ ଏକ ଦେଶ ଏକ ନର୍ବାଚନ ଶୀର୍ଷକ ଏକ ବୁଦ୍ଧିଜୀବୀ ସମାବେଶ ଅନୁଷ୍ଠିତ ହୋଇ ଯାଇଛି |   ଆବଶ୍ୟକ ଶ୍ରୋତା ଅଭାବ ରୁ ଆୟୋଜିତ ସମାବେଶ ନିର୍ଦ୍ଧାରିତ ସମୟର ବହୁ ବିଳମ୍ବରେ ଅନୁଷ୍ଠିତ ହୋଇଥିଲା | ଉକ୍ତ ସମାବେଶ ରେ ରାଜ୍ୟ ସଭା ସାଂସଦ ସୁଜିତ କୁମାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦେଶ ରେ ବାରମ୍ବାର ନିର୍ବାଚନ ଓ ଉପ ନିର୍ବାଚନ  ଅନୁଷ୍ଠିତ ହେବା ଫଳରେ ଦେଶ ର ବହୁ ସମୟ, ମାନବ ସମ୍ବଳ ସାଙ୍ଗକୁ ପୋଲିସ ବଲ ର ବହୁଳ ଆବଶ୍ୟକତା ପଡିବା ସହ ଦେଶର  ଅର୍ଥନୀତି ଉପରେ ଅଧିକ ବୋଝ ପଡିଛି |1943 ମସିହାରେ ତତ୍କାଳୀନ ପ୍ରଧାନ ମନ୍ତ୍ରି ଇନ୍ଦିରା ଗାନ୍ଧୀ ଦେଶରେ ଏକକ ନିର୍ବାଚନ କରିବା ପାଇଁ ଉଦ୍ୟମ କରିଥିଲେ | ଯା ଫଳରେ ଏହି ବ୍ୟବସ୍ଥା ହୋଇ ପାରିନଥିଲା | ଯା ଫଳରେ ଭରତ ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାକ୍ତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଙ୍କ ଅଧକ୍ଷତା ଏକ କମିଟି ଗଠନ କରି ଦେଶ ର ବିଭିନ୍ନ ବର୍ଗ ର ମତାମତ ସଂଗ୍ରହ କରାଯାଉଛି |ତେବେ କଂଗ୍ରେସ ଓ ବିଜେଡି ଏହି ବିଲ କୁ ବିରୋଧ କରୁଥିବା ଅଭିଯୋଗ କରୁଛନ୍ତି |ତେଣୁ ଏହି ଏକ ଦେଶ ଏକ ନିର୍ବାଚନ କୁ ନେଇ ପୂରପଲ୍ଲୀ ଠାରୁ ବ୍ଲକ ପର୍ଯ୍ୟନ୍ତ ପ୍ରଚାର କରିଥିଲେ |ଅନ୍ୟ ମାନଙ୍କ ମଧ୍ୟରେ ଆସିକା ସାଂସଦ ଅନିତା ସୁଭଦର୍ଶନୀ ପଟ୍ଟନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ, ଘୁମୁସର ଜିଲ୍ଲା ବିଜେପି ସଭାପତି ବିଜୟ କୁମାର ସ୍ୱାଇଁ ହିଞ୍ଜିକାଟୁ ବିଜେପି ନେତା ଶିଶିର କୁମାର ମିଶ୍ର ଓ ଘୁମୁସର ଜିଲ୍ଲା  ବିଜେପି ସାଧାରଣ ସମ୍ପାଦକ ଅନିଲ କୁମାର ପଣ୍ଡା  ପ୍ରମୁଖ ଯୋଗ ଦେଇ ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ |

News Comment

You Might Also Like

BACK TO TOP