Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

ମହିମା ଧର୍ମା ଶ୍ରମରେ ଅଖଣ୍ଡ ଜ୍ୟୋତି ଅର୍ପଣ, ଓ ବ୍ରହ୍ମ ଧ୍ୱନି ସ୍ଥାପନ |

03-Mar-2025

ମହିମା ଧର୍ମାଶ୍ରମରେ ଅଖଣ୍ଡ ଜ୍ଯୋତି ଅର୍ପଣ ବ୍ରହ୍ମଧୁନି ସ୍ଥାପନ ଉତ୍ସବ,

ଓଡିଶା ଜନ ମତ,ବୁଗୁଡା, ହର ପ୍ରସାଦ ପାଢ଼ୀ, ତା ୦୩/୦୩/୨୫ : 
ସ୍ଥାନୀୟ ଯୁଧିଷ୍ଠିର ନଗରସ୍ଥିତ  ମହିମା ଧର୍ମାଶ୍ରମ ପରିସରରେ ବିଶ୍ବଶାନ୍ତି ନିମିତ୍ତ ଅଖଣ୍ଡ ଜ୍ଯୋତି ଅର୍ପଣ ବ୍ରହ୍ମଧୁନି ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ  ଦ୍ବିଦିବସୀୟ ଉତ୍ସବ ଅବସରରେ ପ୍ରାତଃ ବ୍ରାହ୍ମମୁହୂର୍ତ୍ତରେ ଅଖଣ୍ଡ ଜ୍ଯୋତି ଅର୍ପଣ ଓ ବ୍ରହ୍ମଧୁନିରେ ଘୃତାହୁତି , ବ୍ରହ୍ମନାମ ଭଜନ ଓ ବାଲ୍ଯ ଲୀଳା ଅର୍ପଣ କାର୍ଯ୍ୟକ୍ରମ ସହିତ ସାନ୍ଧ୍ଯ କାଳରେ ଆଧ୍ଯାତ୍ମିକ ଧର୍ମସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଯୋରନ୍ଦା ଗାଦିରୁ ଆସିଥିବା ବକଳଧାରୀ ବାବା ବ୍ରହ୍ମ ଅବଦୂତ , ସାଧୁ ସୁଦର୍ଶନ ଦାସ, ସନାତନ ଦାସଙ୍କ ସମେତ ଅନ୍ୟାନ୍ୟ ସାଧୁଗଣ ଉପସ୍ଥିତ ରହିଥିଲେ । ଉକ୍ତ ଉତ୍ସବରେ ବହୁ ଶ୍ରଦ୍ଧାଳୁଙ୍କ ସମାବେଶ ଘଟିଥିଲା ।

News Comment

You Might Also Like

BACK TO TOP