Breaking News

ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||     

କଳଙ୍ଗା ସମ୍ପ୍ରଦାୟ କୁ ଏସଟି ନାନ୍ୟତା ମିଳୁ, ପ୍ରଦୀପ ପୁରୋହିତ |

13-Mar-2025

କଳଙ୍ଗା ସମ୍ପ୍ରଦାୟଙ୍କୁ ଏସଟି ମାନ୍ୟତା ମିଳୁ:ପ୍ରଦୀପ ପୁରୋହିତ,

ଓଡିଶା ଜନମତ ପଦ୍ମପୁର, ନିରୋଜ କୁମାର ପାଣୀ ,୧୩,୩:
କଳଙ୍ଗା ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜନଜାତି ବା ଏସ.ଟିର ମାନ୍ୟତା ଦିଆଯାଉ । କେନ୍ଦ୍ର ସରକାରଙ୍କ ନିକଟରେ ଏହି ଦାବି ରଖିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ଓଡ଼ିଶାରେ କଳଙ୍ଗା ସମ୍ପ୍ରଦାୟକୁ ଏସଟିର ମାନ୍ୟତା ଦିଆଯାଉ ବୋଲି ଅନେକ ଦିନରୁ ଦାବି ହୋଇ ଆସୁଛି । ଯେତେବେଳେ କି ବହୁ ପୂର୍ବରୁ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ ଏହି ସମ୍ପ୍ରଦାୟଙ୍କୁ ଏସଟିରେ ସାମିଲ କରାଯାଇଛି । କଳଙ୍ଗା ସମ୍ପ୍ରଦାୟ ମୁଖ୍ୟତଃ ଜଙ୍ଗଲ ଓ ପାହାଡ଼ିଆ ଅଂଚଳରେ ବସବାସ କରନ୍ତି । ଏମାନେ ସମାଜର ସବୁଠୁ ପଛୁଆ ଓ ବଂଚିତ ବର୍ଗ ମଧ୍ୟରୁ ଅନ୍ୟତମ । ଏହି ସମାଜର ଲୋକ ଶିକ୍ଷା, ସ୍ୱାସ୍ଥ୍ୟ ଓ ଜୀବିକା ଭଳି ମୌଳିକ ସୁବିଧା ବଂଚିତ । ଅନୁସୂଚିତ ଜନଜାତିର ମାନ୍ୟତା ମିଳିଲେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଏମାନେ ସାମିଲ ହୋଇପାରିବେ । ଶିକ୍ଷାରେ ସଂରକ୍ଷଣ, ଆର୍ଥିକ ସହାୟତା ଓ ଅନ୍ୟ ଜନକଲ୍ୟାଣକାରୀ ଯୋଜନାର ଲାଭ ଉଠାଇପାରିବେ କଳଙ୍ଗା ସମ୍ପ୍ରଦାୟ । ଓଡ଼ିଶାର କଲଙ୍ଗା ସମ୍ପ୍ରଦାୟଙ୍କୁ ଧାରା ୩୪୨ ଆଧାରରେ ଅନୁସୂଚିତ ଜନଜାତି ସୂଚୀରେ ସଂଶୋଧନ କରି ଏସ ଟି ସୂଚୀରେ ସାମିଲ କରିବାକୁ ସାଂସଦ ପ୍ରଦୀପ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ଯାହାଫଳରେ ସେମାନଙ୍କର ସାମାଜିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିପାରିବ ବୋଲି କହିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ।

News Comment

You Might Also Like

BACK TO TOP