Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଉତ୍କଳ ହେଲଥ କେର କ୍ଲିନିକ ଉଦଘାଟିତ |

16-Mar-2025

ଉତ୍କଳ ହେଲଥ କେର କ୍ଲିନିକ ଉଦଘାଟିତ, 

ଓଡିଶା ଜନ ମତ,ଭଞ୍ଜନଗର, ପୁରୁଷୋତ୍ତମ ମହାପାତ୍ର, ତା-15/03/25:
ହାଇସ୍କୁଲ ଛକଠାରେ ଉତ୍କଳ ମେଡିକାଲ ଷ୍ଟୋର ଏବଂ ଉତ୍କଳ ହେଲଥ କେର କ୍ଲିନିକ ଶୁଭ ଉଦଘାଟନ ହୋଇଥିଲା ଆଜିର ଉସ୍ତବ ରେ ମୁଖ୍ୟ ଅତିଥି ରୂପେ ଭଞ୍ଜନଗର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରଦ୍ୟୁମ୍ନ କୁମାର ନାୟକ ଏବଂ ଭଞ୍ଜନଗର ଏନେଏସି ଅଧକ୍ଷ ଶ୍ରୀଯୁକ୍ତ ଗୋପବନ୍ଧୁ ମହାପାତ୍ର ମିଳିତ ଉପସ୍ଥିତ ରେ ଶୁଭ ଉଦଘାଟନ କାର୍ଯ୍ୟକ୍ରମଟି ହୋଇଥିଲାସୂଚନାଯୋଗ୍ୟ ଯେ ଭଞ୍ଜନଗର ଉପଖଣ୍ଡ ଅଞ୍ଚଳରେ ସ୍ୱାସ୍ଥ୍ୟ ସମସ୍ୟା ଦିନକୁ ଦିନ ଵୃଦ୍ଧି ପାଇବାରେ ଲାଗିଛି ଏବଂ ଏହାକୁ ଦୃଷ୍ଟିରେ ରଖି ଭଞ୍ଜନଗର ଅଞ୍ଚଳରେ ପ୍ରଥମ ଥର ପାଇଁ ଅତ୍ୟାଧୁନିକ ପଦ୍ଧତିରେ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଉତ୍କଳ ହେଲଥ କେର କ୍ଲିନିକ ସ୍ଥାପନ ହୋଇଛି।ଏବଂ ଏହି କ୍ଲିନିକ ରେ ବହୁ ଅଭିଜ୍ଞ ଡାକ୍ତର ଙ୍କ ଦ୍ଵାରା ଚିକିତ୍ସା ଯୋଗାଇ ଦିଆଯିବ ,ଏହା ସହ ଯେଉଁ ପରୀକ୍ଷା ପାଇଁ ରୋଗୀଟିଏ ଅନ୍ୟ ସହର କୁ ଯାଉ ଥିଲେ ବର୍ତ୍ତମାନ ସେହି  ସମସ୍ତ ପ୍ରକାର ପରୀକ୍ଷା କମ୍ପୁଟର ମାଧ୍ୟମରେ ପରୀକ୍ଷା କରିବା ସହ ଉପଯୁକ୍ତ ଦାମରେ ଔଷଧ ଯୋଗାଇଦିଆ ଯିବ ବୋଲି ଏହାର ପ୍ରତିଷ୍ଠାତା ଶ୍ରୀଯୁକ୍ତ ସରୋଜ କାନ୍ତ  ମିଶ୍ର ପ୍ରକାଶ କରିଛନ୍ତି।ଆଜିର ଏହି ଉଦଘାଟନ କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ଗୋପ ବନ୍ଧୁ ମହାପାତ୍ର ଚିକିତ୍ସା କ୍ଷେତ୍ରରେ ଭଞ୍ଜନଗର ବାସୀଙ୍କ ପାଇଁ ଅପୂର୍ବ ସୁଯୋଗ ଦେବ ବୋଲି ପ୍ରକାଶ କରିଥିଲେ।ସେହିପରି ମାନ୍ୟବର ବିଧାୟକ ଉତ୍କଳ ହେଲଥ କେର କ୍ଲିନିକ ର ଉତ୍ତର ଉତର କାମନା କରିବା ସହ ଶୁଭେଛା ଜଣାଇଥିଲେ।

News Comment

You Might Also Like

BACK TO TOP