Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ମୋଦିଜୀ ଙ୍କ ପୂର୍ବ ଜନ୍ମ ମହାରାଜା ଛତ୍ର ପତି ଶିବାଜୀ |

20-Mar-2025

ମୋଦୀ ଜୀଙ୍କ ପୂର୍ବ ଜନ୍ମ ମହାରାଜ ଛତ୍ରପତି ଶିବାଜୀ, 
ପାର୍ଲାମେଣ୍ଟ ଓ ଦେଶରେ ଚର୍ଚ୍ଚା ଓ ବିବାଦ ପରେ, ସାମନାକୁ ଆସିଲେ ସନ୍ଥ ଗିରିଜା ଶଙ୍କର  ଦାସ,

ଓଡିଶା ଜନମତ,ବରଗଡ, ନିରୋଜ କୁମାର ପାଣି,୨୦ /03/ 25 :
ଗତ ୨ ଦିନ ତଳେ ଲୋକସଭାରେ ରେଲୱେ ଖର୍ଚ୍ଚ ଦାବୀ ଉପରେ ହେଉଥିବା ଆଲୋଚନାରେ ଭାଗନେଇ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଗନ୍ଧମାର୍ଦ୍ଦନ ପାହାଡ ଅଞ୍ଚଳର ଜଣେ ସାଧୁ ଶ୍ରୀ ଗିରିଜା ଶଙ୍କର ଦାସଙ୍କ ତତ୍ବକୁ କହିବାକୁ ଯାଇ ନରେନ୍ଦ୍ର ମୋଦୀ ଆଜିର ପ୍ରଧାନମନ୍ତ୍ରୀ ପୂର୍ବ ଜନ୍ମରେ ମହାରାଜ ଛତ୍ରପତି ଶିବାଜୀ ଥିଲେ ବୋଲି ଉଲ୍ଲେଖ କରିଥିଲେ । ତୁରନ୍ତ ମହାରାଷ୍ଟ୍ର ର କିଛି ସାଂସଦ ଉଠି ଏହାର ପ୍ରତିବାଦ କରି ଏହାକୁ ରେକର୍ଡ ଭୁକ୍ତ ନ କରିବା ପାଇଁ ଦାବୀ କରିଥିଲେ । ପରବର୍ତ୍ତୀ ସମୟରେ ମଧ୍ଯ ମହାରାଷ୍ଟ୍ର ରେ କଂଗ୍ରେସର ଦଳ ତରଫରୁ ବ୍ଯାପକ ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ଶ୍ରୀ ପୁରୋହିତ ଉଲ୍ଲେଖ କରିଥିଲେ ଯେ ଭାରତ ବର୍ଷକୁ ପରମ ବୈଭବଶାଳୀ ରାଷ୍ଟ୍ର ନିର୍ମାଣ ସହ ଦୁନିଆର ସବୁ ଠୁଁ ଶକ୍ତଶାଳୀ ରାଷ୍ଟ୍ର ନିର୍ମାଣ ଦିଗରେ ମୋଦୀ ଜୀ ଗୋଟିଏ ମିଶନ ନେଇ କାମ କରୁଛନ୍ତି । ମହାରାଜ ଛତ୍ରପତି ଶିବାଜୀଙ୍କ ପୁନଃଜନ୍ମ ନରେନ୍ଦ୍ର ମୋଦୀଙ୍କ ବୋଲି କହିଥିବା ସାଧୁ ଶ୍ରୀ ଗିରିଜା ଶଙ୍କର ଦାସ ଏବେ କାମେରା ସାମ୍ନାକୁ ଆସିଛନ୍ତି । ସାଧୁ ଗିରିଜା ଶଙ୍କର ଦାସ ୭ବର୍ଷ ଧରି ବିନା ପାଣି ପିଇ ମଡୋଖାଲ ଗୁମ୍ଫାରେ ତପସ୍ୟାରତ ଥିଲେ । ଏବେ ମହୁଲପାଲି - ପଲସାନି ଠାରେ ଏକ ଆଶ୍ରମ ସ୍ଥାପନ କରି ସେଠାରେ ସାଧନାରତ ଅଛନ୍ତି । ସେ ଏହା ମଧ୍ଯ କରିଛନ୍ତି ଯେ ମୋଦୀ ନିଜେ ନ ଚାହିବା ପର୍ଯ୍ୟନ୍ତ ଦୁନିଆରେ ଏ ପର୍ଯ୍ୟନ୍ତ କୌଣସି ଶକ୍ତି ନାହିଁ ମୋଦୀ ଜୀଙ୍କୁ କ୍ଷମତାଚ୍ୟୁତ କରି ପାରିବ । ମୋଦୀ ଜୀ ଯେଉଁଦିନ ନିଜେ ନିଷ୍ପତ୍ତି ନେବେ ତେବେ ହୁଏତ କଥା ଭିନ୍ନ ହୋଇ ପାରେ  । ୨୦୨୪ ବରଗଡ ଲୋକସଭା ପ୍ରାର୍ଥୀ ହେବାପରେ ଶ୍ରୀ ପ୍ରଦୀପ ପୁରୋହିତ ସାଧୁ ଗିରିଜା ଶଙ୍କର ଦାସଙ୍କ ନିକଟକୁ ଆର୍ଶୀବାଦ ନେବା ପାଇଁ ଆସିଥିବା ବେଲେ ଏ କଥା କହିଥିଲେ ସାଧୁ ଗିରିଜ ଶଙ୍କର ଦାସ ।

News Comment

You Might Also Like

BACK TO TOP