Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

କବିସୂର୍ଯ୍ୟ ନଗର ତନ୍ତୀ ସାହିରେ ଭଜନ ସମାରୋହ ଅନୁଷ୍ଠିତ |

23-Mar-2025

ଶ୍ରୀଗୁଣ୍ଡିଚା ଭଜନ ସମାରୋହ ଅନୁଷ୍ଠିତ |

ଓଡିଶା ଜନମତ,  କବିସୂର୍ଯ୍ୟନଗର,  କୃପାସିନ୍ଧୁ ସ୍ୱାଇଁ,ତା 23/3/25: କବିସୂର୍ଯ୍ୟନଗର ଏନଏସି ସ୍ଥିତ ତନ୍ତୀ ସାହିରେ ଶ୍ରୀଗୁଣ୍ଡିଚା ଭଜନ ସମାରୋହ ଅନୁଷ୍ଠିତ ହୋଇଛି l ଏଥିରେ ଉପସ୍ଥାପକ  ବରିଷ୍ଠ ସାମ୍ବାଦିକ କୃପାସିନ୍ଧୁ ସ୍ୱାଇଁ ମଞ୍ଚ ପରିଚାଳନା କରିଥିଲେ l କଣ୍ଠଦାନ କରିଥିଲେ ରଶ୍ମିତା, ଦିବାକର, ବବ୍ରୁବାହନ, ସନାତନ ଓ ବିଚିତ୍ର l କି ବୋର୍ଡରେ ଥିଲେ ବରିଷ୍ଠ ଅର୍ଗlନ ବାଦକ ସୁବାସ ବେହେରା l ହେମଲତା ନାୟକଙ୍କ ଦ୍ଵାଦଶାହ ଅବସରରେ ପୁଅ ଚିତ୍ରସେନ ନାୟକ, ଶିବଶଙ୍କର ନାୟକ, ରାମକୃଷ୍ଣ ନାୟକ, ଝିଅ ଧୋବଣୀ ନାୟକ, ସୁଜାତା ନାୟକ, ରାଜକୁମାରୀ ନାୟକ, ଜ୍ୱାଇଁ ହରିଶ୍ଚନ୍ଦ୍ର ନାୟକ ଓ ଦିଲ୍ଲୀପ ନାୟକ, ନାତି ପପୁନ, ଲିପୁନ, ସାଇପ୍ରସାଦ ଓ ନାତୁଣୀ କୀର୍ତ୍ତିକା ଏବଂ ନାତି କାଳିଆ, ଗୌରାଙ୍ଗ, ନିତେଇ, ବଳିଆ ଆଦି ସ୍ବର୍ଗତ ହେମଲତାଙ୍କ ଫୋଟଚିତ୍ରରେ ପୁଷ୍ପ ପ୍ରଦାନ କରିଥିଲେ l କାଳ ବୈଶାଖୀ ବର୍ଷା ସତ୍ୱେ ଶ୍ରୋତାଙ୍କ ଭିଡ଼ ବିଳମ୍ବିତ ରାତି ଯାଏ ପରିଲକ୍ଷିତ ହୋଇଥିଲା ସନ୍ଧ୍ୟାରେ ସକୀର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଥିଲା l

News Comment

You Might Also Like

BACK TO TOP