Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ମଦର ବ୍ୟାପକ ପ୍ରସାର ଯୋଗୁଁ ଓଡ଼ିଶାର ସାମାଜିକ ବ୍ୟବସ୍ତା ନଷ୍ଟ ହେଉଛି, ସାଂସଦ ପ୍ରଦୀପ ପୁରୋହିତ |

28-Mar-2025

ମଦର ବ୍ଯାପକ ପ୍ରସାର ଯୋଗୁଁ ଓଡ଼ିଶାର ସାମାଜିକ ବ୍ଯବସ୍ଥା ନଷ୍ଟ ହେଉଛି,
(ଲୋକ ସଭାରେ ଉଦବେଗ ପ୍ରକାଶ କଲେ ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ।

           ଓଡିଶା ଜନମତ,ବରଗଡ, ନିରୋଜ କୁମାର ପାଣୀ ୨୮ ୵ ୩:

ଓଡ଼ିଶାର ଗାଁ ମାନଙ୍କରେ ବ୍ଯାପକ ମାତ୍ରାରେ ମଦଭାଟି ର ପ୍ରସାର ଚାଳିଥିବାରୁ ଗାଁ ମାନଙ୍କ ସାମାଜିକ ଅବସ୍ଥା ବିଗିଡିବାରେ ଲାଗିଛି ଓ ଗାଁ ମାନଙ୍କର ଆର୍ଥିକ ଅବସ୍ଥା ଉପରେ ମଧ୍ଯ ଏହା ବୋଝ ତିଆରି ହେଉଛି । ଦେଶର ଅନ୍ଯ ରାଜ୍ଯରେ ମଧ୍ଯ ଏଭଲି ଅବସ୍ଥା ଥିବାରୁ କେନ୍ଦ୍ର ସରକାର ଅବକାରୀ ବିଭାଗକୁ କେନ୍ଦ୍ର ଅଧିନ କୁ ନେବା ପାଇଁ ସରକାର ବିଚାର କରିବା ପାଇଁ ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ନିୟମ ୩୭୭ ଅଧିନିୟମ ରେ ଏ ପ୍ରସଙ୍ଗ ଲୋକ ସଭାରେ ଆଗତ କରିଛନ୍ତି । ଓଡ଼ିଶା ବିଶେଷ କରି ପଶ୍ଚିମ ଓଡ଼ିଶାରେ ମଦ ବ୍ୟବସାୟୀ ରେ ବର୍ଷକୁ ୫ ଶହ କୋଟିରୁ ଅଧିକ ଟଙ୍କାର କାରବାର ହେଉଛି ଓ ମଦ ବ୍ଯବସାୟୀ ମାନେ ଅଧିକ ଲାଭ ପାଇବା ପାଇଁ ୟୁରିଆ ଓ କିଛି ବିଷାକ୍ତ ପଦାର୍ଥ ମିଶ୍ରଣ କରି ମଦ ତିଆରି କରୁଥିବାରୁ ବହୁ ଯୁବକ ମଦର ଶିକାର ରେ ଆସି ଅକାଳେ ମୃତ୍ଯୁବରଣ କରୁଛନ୍ତି ବୋଲି ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଗୁରୁତର ଅଭିଯୋଗ ଆଣିଛନ୍ତି । ଅବକାରୀ ବିଭାଗ କିମ୍ବା ସ୍ବାସ୍ଥ୍ଯ ବିଭାଗ ଦ୍ବାରା କୌଣସି ମଦ ଭାଟିରେ ତିଆରି ହେଉଥିବାର ମଦ ମାନ ନିର୍ଦ୍ଧାରଣ ହେଉ ନଥିବାରୁ,ଅବାଧରେ ଏଭଲି ମଦ ପ୍ରସ୍ତୁତି ଚାଳିଛି । ସାଂସଦ ଶ୍ରୀ ପୁରୋହିତ କେନ୍ଦ୍ର ସରକାରଙ୍କ ଠାରେ ଦାବୀ ଉପସ୍ଥାପନ କରି ଅତିକମରେ ଯେଉଁ ଯେଉଁ ପୀଠ ସ୍ବାଧୀନତା ଆନ୍ଦୋଳନର ପ୍ରମୁଖ ସ୍ଥଳୀ ଥିଲା ଏବଂ ଭଗତ ସିଂ,ସୁବାଷ ଚନ୍ଦ୍ର ବୋଷ,ଚନ୍ଦ୍ର ଶେଖର ଆଜାଦ୍ ଙ୍କ ଭଲି ଅନେକ ଦେଶ ସ୍ବଧୀନତା ଆନ୍ଦୋଳନରେ ନିଜକୁ ଉତ୍ସର୍ଗ କରି ଦେଇଥିଲେ ସେମାନଙ୍କ ଜନ୍ମ ମାଟିରେ ସଂପୂର୍ଣ୍ଣ ଭାବେ ନିଶା ମୁକ୍ତ ଅଞ୍ଚଳ ଘୋଷଣା କଲେ ସେମାନଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞୀଳି ହେବ ବୋଲି କହିଛନ୍ତି ।

News Comment

You Might Also Like

BACK TO TOP