Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ସାନ ପଙ୍କଳବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉଛବ ଅନୁଷ୍ଠିତ |

28-Mar-2025

କବିସୂର୍ଯ୍ୟନଗର: ସାନ ପଙ୍କଳବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ,

                        ଓଡିଶା ଜନମତ ବ୍ୟୁରୋ,

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ୍ ଅନ୍ତର୍ଗତ ପ୍ରାଥମିକ ବିଦ୍ୟାଳୟରେ ସାନ ପଙ୍କଳବାଡ଼ି ପ୍ରକଳ୍ପ ଉଚ୍ଚ ବାର୍ଷିକ ଉତ୍ସବ- ୨୦୨୫ ପାଳିତ ହୋଇଯାଇଛି I ପ୍ରଧାନ ଶିକ୍ଷକ ଶ୍ରୀ ଲିଙ୍ଗରାଜ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି କବିସୂର୍ଯ୍ୟନଗର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଅଭିମନ୍ୟୁ ସାହୁ, ମୁଖ୍ୟ ବକ୍ତା ଡକ୍ଟର ସୁରେନ୍ଦ୍ର ନାଥ ସାହୁ ଏବଂ ସମ୍ମାନିତ ଅତିଥି ଭାବେ ସି.ଆର୍.ସି.ସି ଶ୍ରୀ ରମେଶ ଚନ୍ଦ୍ର ବେହେରା, ପୂର୍ବତନ ସି.ଆର୍.ସି.ସି ଶ୍ରୀ ପ୍ରସନ୍ନ କୁମାର ତ୍ରିପାଠୀ, ପ୍ରଧାନ ଶିକ୍ଷକ ଶ୍ରୀ ଅଶୋକ କୁମାର ସ୍ଵାଇଁ, ଶ୍ରୀ ସୁଶାନ୍ତ ପାଣିଗ୍ରାହୀ ଓ ଶ୍ରୀ ରମେଶ କୁମାର ଗୌଡ ଯୋଗ ଦେଇଥିଲେ I ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସାହୁ ବିଦ୍ୟାଳୟ ତଥା ଛାତ୍ରଛାତ୍ରୀମାନଙ୍କର ଉନ୍ନତି କାମନା କରିବା ସହିତ ବିଦ୍ୟାଳୟକୁ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ପରିଣତ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ I ଛାତ୍ରଛାତ୍ରୀମାନେ ଉତ୍ତମ ଚରିତ୍ରବାନ୍ ହେବା ସହିତ ଭଲ ପାଠ ପଢି ନିଜ ଗାଁ ଓ ଦେଶର ସୁନାମ ଅର୍ଜନ କରିବା ପାଇଁ ଆହ୍ଵାନ ଦେଇଥିଲେ ପ୍ରଧାନଶିକ୍ଷକ ଡକ୍ଟର ସାହୁ I ଏହି ଅବସରରେ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ I ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ ଓ ସମ୍ବର୍ଦ୍ଧିତ କରିଥିଲେ I ବିଦ୍ୟାଳୟ ସଭାପତି ଶ୍ରୀ ଅନନ୍ତ କୁମାର ଭୂୟାଁ, ସରପଞ୍ଚ ଶ୍ରୀ ରାଧାକୃଷ୍ଣ ରେଡ୍ଡି, ସମିତି ସଭ୍ୟ ଶ୍ରୀ ସୂର୍ଯ୍ୟନାରାୟଣ ଭୂୟାଁ, ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ସଂଗୀତା ସ୍ଵାଇଁ, ଶିକ୍ଷକ ଶ୍ରୀ ଅରୁଣ କୁମାର ମିଶ୍ର, ଶ୍ରୀ ଉଜ୍ଜଳେଶ୍ଵର ପାଢୀ, ଶ୍ରୀ ପଞ୍ଚାନନ ବେହେରା ଓ ଶ୍ରୀ ଗୁଣ୍ଡିଚା ସ୍ଵାଇଁଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ବହୁ ସଦସ୍ୟସଦସ୍ୟା, ଏବଂ ଗ୍ରାମର ବହୁ ପୂର୍ବତନ ଛାତ୍ରଛାତ୍ରୀଙ୍କ ସହଯୋଗରେ ଉତ୍ସବଟି ପୂର୍ଣ୍ଣ ସଫଳତା ହାସଲ କରିଥିଲା I

News Comment

You Might Also Like

BACK TO TOP