Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ପୋଲସରା ଏନଏସି ପକ୍ଷରୁ ଓଡ଼ିଆ ପକ୍ଷ 2025 ପାଳନ |

05-Apr-2025

ଏନ୍ଏସି ପକ୍ଷରୁ ଓଡ଼ିଆ ପକ୍ଷ-୨୦୨୫ ପାଳନ।
__________________________________
ପୋଲସରା ତା.୦୫/୦୪/୨୦୨୫:- ପୋଲସରା ;

ନ୍ଏସି ପକ୍ଷରୁ ଓଡ଼ିଆ ପକ୍ଷ-୨୦୨୫ ପାଳନ କରାଯାଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମର ଅଧ୍ୟକ୍ଷା ସଂଗୀତା ବେହେରା ଅତିଥିଭାବେ ଯୋଗଦେଇ 
"ଓଡ଼ିଆ ନାମ ଫଳକ ଅଭିଯାନ ସଚେତନତା ପଦଯାତ୍ରା" କୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ସମୟରେ ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ପ୍ରଫୁଲ୍ଲ ପ୍ରଧାନ ଏଵଂ କାର୍ଯ୍ୟାଳୟର ଅନ୍ୟ ସମସ୍ତ ଷ୍ଟାଫ୍, କର୍ମଚାରି, ମହିଳା ସ୍ବେଚ୍ଛାସେବୀ ଏଵଂ ସହରର ବିଭିନ୍ନ କଲେଜ ଓ ହାଇସ୍କୁଲର ଛାତ୍ରଛାତ୍ରୀମାନେ ଆୟୋଜିତ ପଦଯାତ୍ରାରେ ସାମିଲହୋଇ ନଗର ପରିକ୍ରମା କରି ଓଡ଼ିଶା ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଆଇନ-୧୯୫୬ ଅନୁଯାୟୀ ସମସ୍ତ ଦୋକାନ ବାଣିଜ୍ୟ ପ୍ରତିଷ୍ଠାନ ସମ୍ମୁଖରେ ଓଡ଼ିଆ ଭାଷାରେ ନାମ ଫଳକ ପ୍ରଦର୍ଶନ ସୁନିଶ୍ଚିତ କରିବା ଏଵଂ ମାତୃଭାଷା ଓଡ଼ିଆର ବ୍ୟବହାର କରିବାକୁ ସଚେତନ କରାଇଥିଲେ।

News Comment

You Might Also Like

BACK TO TOP