Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ବରଗଡ଼ ସାଂସଦ ଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ଓଡିଶା ମୁଖ୍ୟମନ୍ତ୍ରୀ |

06-Apr-2025

ବରଗଡ ସାଂସଦଙ୍କୁ ଜନ୍ମ ଦିନର ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଓଡିଶାର ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ।

ଓଡିଶା ଜନମତ,  ବରଗଡ, ନିରୋଜ କୁମାର ପାଣୀ, 06/04/25:
ଏପ୍ରିଲ ୫ ତାରିଖ ଦିନ ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ ତାଙ୍କ ଜନ୍ମ ଦିବସରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜ୍ଞାପନ କରିବା ସହ ଜୀବନର ସୁଖ ସମୃଦ୍ଧି ପାଇଁ ଭଗବାନ ଙ୍କ ଠାରେ ପ୍ରାର୍ଥନା କରିଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ,କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ଯ ଶ୍ରୀ ପୁରୋହିତଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଏତଦବ୍ୟତୀତ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂ ଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ସମେତ ଓଡ଼ିଶା ମନ୍ତ୍ରୀ ମଣ୍ଡଳର ଅନେକ ମନ୍ତ୍ରୀ,ବିଧାୟକ,ଅନେକ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ ଜନ୍ମ ଦିନର ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତିି ।

News Comment

You Might Also Like

BACK TO TOP