Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ପୋଲସରା ଓଏ ଭି ରେ ବେଟି ବଚାଓ, ବେଟି ପଢାଅ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ |

08-Apr-2025

ହାତିଓଟ ଓଏଭିରେ "ବେଟି ବଚାଓ, ବେଟି ପଢ଼ାଓ" ସଚେତନା କାର୍ଯ୍ୟକ୍ରମ।
____________________________________
ଓଡିଶା ଜନମତ,  ପୋଲସରା, ସନ୍ତୋଷ କୁମାର ପଣ୍ଡା, ତା.୦୮/୦୪/୨୦୨୫:

ଆଜି ଗଂଜାମ ଜିଲ୍ଲା ପୋଲସରା ବ୍ଲକରେ ସ୍ଥିତ ହାତିଓଟ ଆଦର୍ଶ ବିଦ୍ୟାଳୟରେ "ବେଟି ବଚାଓ,ବେଟି ପଢ଼ାଓ" ସଚେତନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ତ୍ରିଲୋଚନ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ପରିସରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ଛାତ୍ରୀ ଉକ୍ତର୍ଷା ପ୍ରଧାନଙ୍କ ମାତା ଲକ୍ଷ୍ମୀ ସାହୁ ଯୋଗଦେଇ ବାଳିକା ମାନଙ୍କର ଉତ୍ତମ ଶିକ୍ଷା ଏଵଂ ଭବିଷ୍ୟତ ଉଜ୍ଜ୍ୱଳ ଦିଗ ଉପରେ ନିଜର ସୁଚିନ୍ତିତ ବକ୍ତବ୍ୟ ପ୍ରଦାନ କରିବା ସହ ମୋର ଝିଅ ମୋ ପାଇଁ ଗର୍ବ ଅଟେ ବୋଲି କହି ଉପସ୍ଥିତ ଛାତ୍ରୀମାନଙ୍କୁ ଅନୁପ୍ରାଣିତ କରିଥିଲେ। ଏହି ଅବସରରେ ଅନୁଷ୍ଠାନ ତରଫରୁ ଛାତ୍ରୀମାନଙ୍କୁ ନେଇ ଏକ ରାଲି ବାହାର କରାଯାଇ ହାତୀଓଟ  ଗ୍ରାମବାସିନ୍ଦାଙ୍କୁ ସଚେତନ କରାଯାଇଥିଲା। ଶିକ୍ଷୟତ୍ରୀ ଶ୍ରାବଣୀ ସାହୁ ଓ ଶିକ୍ଷୟତ୍ରୀ ଇଶ୍ବରୀ ସାହୁ ଉଭୟେ ସୁଚାରୁରୁପେ କାର୍ଯ୍ୟକ୍ରମଟିକୁ ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP