Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅଷ୍ଟ ଦିବସୀୟ ଆତ୍ମ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ |

10-Apr-2025

ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଅଷ୍ଟ ଦିବସୀୟ ଆତ୍ମସୁରକ୍ଷା ତାଲିମ ଶିବିର ଶୁଭାରମ୍ଭ ।
      
ଓଡିଶା ଜନମତ, ସନ୍ତୋଷ କୁମାର ପଣ୍ଡା,ପୋଲସରା  ତା.୧୦/୦୪/୨୫:

ଆଜି  ଗୁରୁବାର ଦିନ  ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ +୩ କଳା ଏଵଂ ବିଜ୍ଞାନ ଛାତ୍ରୀ ମାନଙ୍କୁ ନେଇ ଆତ୍ମ ସୁରକ୍ଷା ତାଲିମ ଶିବିର ଶୁଭାରମ୍ଭ ହୋଇଯାଇଛି। ଏହି  ଅଷ୍ଟ ଦିବସୀୟ ତାଲିମ ଶିବିରଟିକୁ   ମହାବିଦ୍ୟାଳୟର ଅଧକ୍ଷ ତଥା ପ୍ରଫେସର ରବୀନ୍ଦ୍ରନାଥ ପାଳ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଆତ୍ମସୁରକ୍ଷା ତାଲିମ ଶିବିରର ସଂଯୋଜିକା ଲେପ୍ଟନାଣ୍ଟ ବିନତା କୁମାରୀ ଦାସ ଙ୍କ ତତ୍ତ୍ୱାବଧନ ରେ +୩ ପ୍ରଥମ ବର୍ଷର ୨୦୦ ଜଣ ଛାତ୍ରୀ   ଉପସ୍ଥିତ ଥିଲେ। ଏହି ଅବସରରେ  ବରିଷ୍ଠ ଅଧ୍ୟାପକ ରୁଦ୍ର ପ୍ରସାଦ ଗୌଡ଼ ଓ କ୍ରୀଡ଼ା ପଶିକ୍ଷକ ଦୀପକ କୁମାର ସ୍ବାଇଁ ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ତାଲିମର ମହତ୍ତ୍ୱ ସମ୍ପର୍କରେ ବୁଝାଇଥିବା  ବେଳେ ୨ ଜଣ ମାଷ୍ଟର ଟ୍ରେନର ଜ୍ୟୋତି ପାଣିଗ୍ରାହୀ ଓ ରେମଶା ପ୍ରଧାନ ଆତ୍ମସୁରକ୍ଷା ତାଲିମର କାର୍ଯ୍ୟକାରିତା ସମ୍ପର୍କରେ ପ୍ରଶିକ୍ଷିତ କରାଇଥିବାବେଳେ ସସ୍ମିତା ବେହେରା ଓ ଶୁସାନ୍ତି ସାହୁ ପିଲାମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ଶିବିର ଆଗକୁ କିଭଳି କାର୍ଯ୍ୟକାରୀ ହୋଇପାରିବାକୁନେଇ ବୁଝାଇଥିଲେ। ଏଥିରେ  ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ  ଅଧ୍ୟାପିକା ମାନେ  ଯୋଗଦେଇ ସହଯୋଗ କରିଥିଲେ।   ପରିଶେଷରେ ସଂଯୋଜିକା ବିନତା କୁମାରୀ ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP