Breaking News

ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||     

ବାଲିଗୁଡା ଅଞ୍ଚଳ ର ଯୁବ ନାଟ୍ୟକାର ପ୍ରମୋଦ ଦଣ୍ଡସେନା ଙ୍କୁ ସମ୍ବର୍ଦ୍ଧିତ |

11-Apr-2025

" ଲୋକକଳା ପାଇଁ ଦିନଟିଏ " ବାଲିଗୁଡା ଅଞ୍ଚଳର ଯୁବ ନାଟ୍ୟକାର ପ୍ରମୋଦ ଦଣ୍ଡସେନାଙ୍କୁ ସମ୍ବର୍ଦ୍ଧନା

ଓଡିଶା ଜନମତ,ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ:ତା, ୧୦/୪: ଓଡ଼ିଆ ପକ୍ଷ ପାଳନ ଅବସରରେ ଗୁରୁବାର ଦିନ କନ୍ଧମାଳ ଜ଼ିଲ୍ଲା ଖଜୁରୀପଡା ରେ ଜ଼ିଲ୍ଲା ପ୍ରଶାସନ ର ସଂସ୍କୃତି ବିଭାଗ ପକ୍ଷରୁ ଲୋକକଳା ପାଇଁ ଦିନଟିଏ ଦିବସ ପାଳିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳ ଜ଼ିଲ୍ଲାର ୧୨ ଗୋଟି ବ୍ଳକର କଳାକାର ମାନେ ଯୋଗଦେଇ ଦେଇଥିଲେ l ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ କୁଶଳ ଚନ୍ଦ୍ର ନାୟକ, ପଦ୍ମଶ୍ରୀ ଶ୍ରୀମତୀ ପୂର୍ଣ୍ଣମାସି ଯାନୀ, ଖଜୁରୀପଡା ବ୍ଳକ ଅଧକ୍ଷl ଅନିମା କହଁର,  ବିଡ଼ିଓ ଶୁଭ ଦତ୍ତାତ୍ରୟ ବାହିନୀପତି, ଜ଼ିଲ୍ଲାପରିଷଦ ସଭ୍ୟ ଶ୍ରୀମତୀ ଉର୍ବଶୀ ଡିଗାଲ ଙ୍କ ସମେତ ବ୍ଳକ ର ସମସ୍ତ ସରପଞ୍ଚ ସମିତି ସଭ୍ୟ ଯୋଗଦେଇ ଦେଇ ସରକାରଙ୍କ ଯୋଜନାକୁ ଉଚ୍ଚ ପ୍ରଶଂସା କରିଥିଲେ। ସଭାକାର୍ଯ୍ୟ ପ୍ରାରମ୍ଭ ରେ ଆମନ୍ତ୍ରିତ ଅତିଥି ଗଣ ଜଗତର ନାଥ ଜଗନ୍ନାଥ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ଜଳନ କରିଥିଲେ l ଏହି ଅବସରରେ ଜ଼ିଲ୍ଲାର ବହୁ ବିଶିଷ୍ଟ କଳାକାର ଙ୍କୁ ସମ୍ମାନିତ କରାଯାଇଥିଲା l ଏହି ସମ୍ମାନିତ ମଧ୍ୟରେ ବାଲିଗୁଡା ଅଞ୍ଚଳ ର ଅଗ୍ରଣୀ ସଂlସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ର ର ସମ୍ପାଦକ, ନାଟ୍ୟକାର, ତଥା  ଅଭିନେତା ପ୍ରମୋଦ କୁମାର ଦଣ୍ଡସେନାଙ୍କୁ ନିଜର କଳା ନୈପୁଣ ପାଇଁ ଅତିଥି ଗଣ ସମ୍ବର୍ଦ୍ଧନା ସହ ମାନପତ୍ର ପ୍ରଦାନ କରିଥିଲେ l

News Comment

You Might Also Like

BACK TO TOP