Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ଷୋଳ ଘର ରେ ସେକ୍ଟର ସ୍ତରୀୟ ପୋଷଣ କର୍ମଶାଳା ଅନୁଷ୍ଠିତ ||

19-Apr-2025

ଷୋଳ ଘର ରାଜୀବ ଗାନ୍ଧୀ ସେବକେନ୍ଦ୍ର ରେସେକ୍ଟର ସ୍ତରୀୟ ପୋଷଣପଖୱାଡା କାର୍ଯ୍ୟକ୍ରମ ଅନୁଷ୍ଠିତ |

                    ଓଡିଶା ଜନମତ ବ୍ୟୁରୋ,

ତା19/04/2025 ପୁରୁଷୋତ୍ତମପୁର ICDS ପ୍ରୋଜେକ୍ଟ ଅନ୍ତର୍ଗତ ଷୋଳଘର ସେକ୍ଟର ର ଷୋଳଘର ପଞ୍ଚାୟତ ର ରାଜିବ ଗାନ୍ଧି ସେବାକେନ୍ଦ୍ର ଠାରେ ସେକ୍ଟର ସ୍ଥରିୟ ପୋଷଣ ପଖୱାଡା  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି, ଉକ୍ତ କାର୍ଯ୍ୟକ୍ରମ ରେ ମୂଖ୍ଯ ଅତିଥି ପ୍ରୋଜେକ୍ଟ ର ସିଡିପିଓ ଲଳିତା ମଲ୍ଲିକ  ଯୋଗ ଦେଇ ଥିଲେ। ଷୋଳଘର ପଞ୍ଚାୟତ ର ସମିତି ସଭ୍ଯ  ପ୍ରମୋଦ କୁମାର ମହାନ୍ତି କାର୍ଯ୍ୟକ୍ରମ କୁ ଉଦଘାଟନକରିଥିଲେ,ସେକ୍ଟର ସୁପରଭାଇଜର ଶ୍ରୀମତୀ ପଦ୍ମାବତୀ ଦେବୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ବାବଧାନ ରେ କାର୍ଯ୍ୟକ୍ରମ ଟି ଷୋଳଘର ପଞ୍ଚାୟତ ର ଅଙ୍ଗନ ବାଡି କର୍ମୀ ଓ ସହାୟିକା ମାନଙ୍କ ଦ୍ବାରା ପରିଚାଳିତ ହୋଇ ଥିଲା।ସ୍ଥାନିୟ ଓ୍ବାର୍ଡ ସଭ୍ୟ ଯୋଗ ଦେଇ ଥିଲେ । କାର୍ଯ୍ୟକ୍ରମରେ ସେକ୍ଟର ସ୍ତରୀୟ ସମସ୍ତ ଅଙ୍ଗନଓ୍ବାଡ଼ି କର୍ମୀ ମାନେ ନିଜ ନିଜ କେନ୍ଦ୍ରରେ ପୋଷଣ ଯୁକ୍ତ  ମାଣ୍ଡିଆ ସହିତ ବିଭିନ୍ନ ସାମାନ ରେ ତିଆରି ପ୍ରସ୍ତୁତି ଖାଦ୍ୟ, ସହିତ ଚୁଡ଼ା, ମୁଢ଼ି ଉପମା, ଚାଉଳରୁ ପ୍ରସ୍ତୁତି ବିଭିନ୍ନ ପିଠା, ପନିପରିବାରୁ ପ୍ରସ୍ତୁତଡାଲମା,ସନ୍ତୁଳା,ଘାଣ୍ଟ ତରକାରୀ, ସାଲଟ, କାଞ୍ଜି, ଶାଗ, ମୁଗ ବିରି,ଫଳ ଜୁସ, ଡାଲିଜାତୀୟ ରୁ ନିର୍ମିତ ବିଭିନ୍ନ ପିଠା ଭଳି ଅନେକ ଖାଦ୍ୟ ପ୍ରଦର୍ଶନୀ କରି କିଶୋରୀ ବାଳିକା, ମହିଳା ମାନଙ୍କୁ ପୋଷୋଣ ଖାଦ୍ୟ ଉପରେ ମତ ଦେଇ ସରଳୀ କରଣ ଭାବେ ବୁଝାଇଥିଲେ |
। ମାତ୍ରାଧିକ ଆଇରନ ଯୁକ୍ତ ଖାଦ୍ୟ ପାଇବାକୁ ହେଲେ ନିଜ ବାଡ଼ି ବଗି ଚାରେ ପନିପରିବା ଚାଷ କାର୍ଯ୍ୟ କରିବାର ଆବଶ୍ୟକ‌ତା ଅଛି । ବାହାର  ଖାଦ୍ୟ ନଖାଇବା କିଶୋରୀ ବାଳିକା, ଗର୍ଭବତୀ ମା ଙ୍କ ସ୍ବାସ୍ଥ୍ୟ ପ୍ରତି ଭଲଅଟେ ।  ଏହି କାର୍ଯ୍ୟକ୍ରମ ରେ ସେକ୍ଟର ଷ୍ଟେତୀୟ ସମସ୍ତ ଅଙ୍ଗନୱାଡି କର୍ମୀ ଓ ସହାୟିକା ସହଯୋଗ କରିଥିଲେ  |

News Comment

You Might Also Like

BACK TO TOP