Breaking News

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||     

ପୋଲସରା ରେ ପଞ୍ଚାୟତ ଦିବସ ପାଳିତ, ନୂତନ ହିତାଧିକାରୀଙ୍କୁ ମିଳିଲା ରାସନ କାର୍ଡ |

24-Apr-2025

ପୋଲସରାରେ ପଂଚାୟତରାଜ ଦିବସ ପାଳିତ। ନୂତନ ହିତାଧିକାରୀଙ୍କୁ ମିଳିଲା  ରାସନ କାର୍ଡ।

ଓଡିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା  ତା.୨୪. ୪. ୨୦୨୫:
ଆଜି ପୋଲସରା ବ୍ଲକ କାର୍ଯ୍ୟାଳୟ ପରିସରରେ  ପଞ୍ଚାୟତରାଜ ଦିବସ  ବିଡ଼ିଓ ଶଶିଭୂଷଣ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବହୁ ଆଡମ୍ବର ସହକାରେ ପାଳିତ ହୋଇଯାଇଛି |ଉକ୍ତ କାର୍ଯ୍ୟକ୍ରମରେ  ବ୍ଲକ ଅଧକ୍ଷା କଳ୍ପନା ପ୍ରଧାନ, ସାଂସଦ ପ୍ରତିନିଧି ମହେଶ୍ୱର ପରିଡା, ବିଧାୟକ ତଥା ମନ୍ତ୍ରୀଙ୍କ ପ୍ରତିନିଧି କାମ୍ପ ବାଢ଼େଇ, ରାଜେନ୍ଦ୍ର ପାତ୍ର, ଦୀପକ ପୋଲେଇ ପ୍ରମୁଖ ନେତ୍ରୁବୃନ୍ଦ ଅତିଥି ଭାବେ ଯୋଗଦେଇଥିଲେ |ଏହି ଅବସରରେ ବିଡ଼ିଓ ମହୋଦୟ ନିଜର ବକ୍ତବ୍ୟରେ ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନ ପ୍ରକାରେ  ଗରିବ ଓ ଅସହାୟ ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ରହିଥିବା   ଆଭିମୁଖ୍ୟ ଉପରେ  ଆଲୋକପାତ  କରିଥିବା ବେଳେ ଉପରୋକ୍ତ ଉପସ୍ଥିତ ଅନ୍ୟ ଅତିଥିମାନେ ନିଜନିଜର ବକ୍ଟବ୍ୟ ରଖିଥିଲେ। ପରେ ୫୩ ଜଣ ନୂତନ ହିତାଧିକାରୀଙ୍କୁ ନୂତନ ରାସନ୍ କାର୍ଡ ପ୍ରଦାନ କରାଯାଇଥିଲା | ଏହି ବଣ୍ଟନ ପ୍ରକ୍ରିୟା ଆଗାମୀ ୩ ମାସ ପର୍ଯ୍ୟନ୍ତ ଚାଲିବ ବୋଲି ବିଡ଼ିଓ  ପ୍ରକାଶ କରିଛନ୍ତି |  କାର୍ଯ୍ୟକ୍ରମରେ ବ୍ଲକର ଅନ୍ୟ ପଞ୍ଚାୟତ ଗୁଡ଼ିକର ସରପଞ୍ଚଙ୍କ ସମେତ ବ୍ଲକ କାର୍ଯ୍ୟାଳୟର  କର୍ମଚାରୀ,ସି ଆର ପି, ଏଵଂ  ଏମବିକେ  ସମୂହ ଉପସ୍ଥିତ ଥିଲେ |

News Comment

You Might Also Like

BACK TO TOP