Breaking News

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||     

ପହଲ ଗାମ ଆତଙ୍କୀ ବାଦ ଆକ୍ରମଣ ରେ ନିହତ ବ୍ୟକ୍ତି ଙ୍କ ସ୍ମୃତି ଉଦେଶ୍ୟରେ କେଣ୍ଡେଲ ଶୋଭା ଯାତ୍ରା |

25-Apr-2025

ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ଦୃଢ ନିନ୍ଦା, ମୃତକଙ୍କ ସ୍ମୃତି ଉଦ୍ଦେଶ୍ୟରେ କ୍ଯାଣ୍ଡେଲ ଶୋଭାଯାତ୍ରା ।

 ଓଡିଶା ଜନମତ, ବୁଗୁଡା , ସନ୍ତୋ କୁମା ପଣ୍ଡ, ୨୫/୦୪/୨୫ : 

ଜାମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାମରେ ଏପ୍ରିଲ ୨୨ ତାରିଖରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପର୍ଯ୍ୟଟକଙ୍କ ମୃତ୍ୟୁ ସାରା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଛି। ପଡୋଶୀ ଦେଶ ପାକିସ୍ତାନର ପ୍ରୋତ୍ସାହନରେ ଆତଙ୍କବାଦୀଙ୍କ ବର୍ବରତା ସବୁ ସୀମା ଟପି ଯାଇଥିବା ବେଳେ ଏଭଳି ଘଟଣାକୁ ଦୃଢ ନିନ୍ଦା କରି ସ୍ଥାନୀୟ ହିନ୍ଦୁ ସୁରକ୍ଷା ସମିତି ଓ ଶ୍ରୀ ବଳଦେବ ସ୍ବାମୀ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ଆକ୍ରମଣକାରୀ ଆତଙ୍କବାଦୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଭ୍ରମଣାର୍ଥେ ଯାଇଥିବା ନିରୀହ ପର୍ଯଟକଙ୍କ ପ୍ରତି ବର୍ବରୋଚିତ ଆକ୍ରମଣ କଦାପି ଗ୍ରହଣୀୟ ନୁହେଁ ବୋଲି ମତ ପ୍ରକାଶ ପାଇଛି । ଏଥି ସହ ଓଡିଶାର ଜଣେ ପର୍ଯଟକଙ୍କ ସମେତ ୨୬ରୁ ଉର୍ଦ୍ଧ ମୃତ ବ୍ଯକ୍ତିଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା କରାଯିବା ସହିତ ଏକ କ୍ଯାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ହିନ୍ଦୁ ସୁରକ୍ଷା ସମିତିର ସଦସ୍ୟଙ୍କ ଶୋଭାଯାତ୍ରା ବୁଦ୍ଧଖୋଲ ଛକଠାରୁ ବାହାରି ଥିବା ବେଳେ ଶ୍ରୀ ବଳଦେବ ସ୍ବାମୀ ଘରୋଇ ବସ୍ ମାଲିକ ସଂଘର ସଦସ୍ୟ ମାନେ ବସଷ୍ଟାଣ୍ଡ ବାହାରି ଥିଲେ । ଉଭୟ ସଂଘର ସଦସ୍ୟଙ୍କ ତରଫରୁ ମଦନ ମୋହନ ଛକଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା।

News Comment

You Might Also Like

BACK TO TOP