Breaking News

ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||     

ବାଇକ ଦୁର୍ଘଟଣା ରେ ଯୁବକ ଙ୍କ ମୃତ୍ୟୁ ,

26-Apr-2025

ବାଇକ ଦୁର୍ଘଟଣା ରେ ଯୁବକଙ୍କ ମୃତ୍ୟୁ,

ଓଡିଶା ଜନ ମତ, ପୋଲସରା, ସନ୍ତୋଷ କୁମାର  ପଣ୍ଡା,୨୫. ୪. ୨୫:

 ପୋଲସରା ଥାନା ନିକଟ ଚିରିକିପଡା ଶାସନ ନିକଟରେ ଏକ ଗଛ କୁ ଧକ୍କା ଦେଇ ମୃତ୍ୟୁ ବରଣ କରିଛନ୍ତି |ଯୁବକ ଜଣକ ହେଲେ ପୋଲସରା ତୋଟା ସାହିର ଭେଙ୍କେଟସ ବେହେରା (45)|ସୂଚନା ଯୋଗ୍ୟ ଯେ ଭେଙ୍କଟସ ନିଜ ବାଇକ ଯୋଗେ ପୋଲସରା ରୁ ନିଜ ଶ୍ୱଶୁର ଘର କୁଆନଳା କୁ ଯାଉଥୁବା ସମୟରେ ଚିରିକିପଡା ଶାସନ ଗୋଲିଆ ରାସ୍ତା ମଧ୍ୟ ଭାଗରେ ଥିବା ଏକ ଗଛ କୁ ଧକ୍କା ଦେଇଥିଲେ | ଧକ୍କା ହେବା ଫଳରେ ମୁଣ୍ଡକୁ ଶକ୍ତ ଆଘାତ ଲାଗି ପ୍ରଚୁର ରକ୍ତ ସ୍ରାବ ହୋଇ ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଥିଲା |ସେହି ସମୟରେ ଏକ ୧୦୮ଆମ୍ବୁଲାନ୍ସ ଦେଖି ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ | ପୋଲସରା ପୁଲିସ ଘଟସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି |ମୃତ ଯୁବକ ଜଣକ  ମିଲିଟାରୀରୁ  ଅବସର ନେଇ ରାୟଗଡା ସ୍ଥିତ ଷ୍ଟେଟବ୍ୟାଙ୍କ ରେ ସିକ୍ୟୁରିଟି ଭାବେ ଚାକିରୀ କରୁଥୁବା ଜଣାପଡିଛି |ଆସନ୍ତା କାଲି ଶବ ବ୍ୟବଛେଦ ନିମନ୍ତେ ପଠାଯିବ |

News Comment

You Might Also Like

BACK TO TOP